1 Samuel 3:17 — Compare Translations

5 translations compared side by side

Odia - 1840
"ତା'ପରେ ସେ ପଚାରିଲେ, ସଦାପ୍ରଭୁ ତୁମ୍ଭକୁ କି କଥା କହିଲେ? ମୁ ତୁମ୍ଭକୁ ବିନଯ କରୁଅଛି, କିଛି ନଲକ୍ସ୍ଟଗ୍ଭଇ ମାେତେ କକ୍ସ୍ଟହ, ପରମେଶ୍ବରଙ୍କ ବାର୍ତ୍ତା ଯଦି କିଛି ମାଠାେ ରେ ଲକ୍ସ୍ଟଗ୍ଭଅ ପରମେଶ୍ବର ତକ୍ସ୍ଟମ୍ଭଙ୍କକ୍ସ୍ଟ ଦଣ୍ତ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେ ପଚାରିଲେ, ସଦାପ୍ରଭୁ ତୁମ୍ଭକୁ କି କଥା କହିଲେ? ବିନୟ କରୁଅଛି, ମୋʼଠାରୁ ତାହା ଗୁପ୍ତ ନ କର; ସେ ଯେସମସ୍ତ କଥା କହିଅଛନ୍ତି, ତହିଁରୁ କୌଣସି କଥା ତୁମ୍ଭେ ମୋʼଠାରୁ ଗୁପ୍ତ କଲେ, ପରମେଶ୍ଵର ସେହି ଦଣ୍ତ, ମଧ୍ୟ ତହିଁରୁ ଅଧିକ ତୁମ୍ଭକୁ ଦେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ପଗ୍ଭରିଲେ, “ସଦାପ୍ରଭୁ ତୁମ୍ଭକୁ କି କଥା କହିଲେ? ମୁଁ ତୁମ୍ଭକୁ ବିନୟ କରୁଅଛି, କିଛି ନ ଲୁଗ୍ଭଇ ମୋତେ କୁହ, “ପରମେଶ୍ୱରଙ୍କ ବାର୍ତ୍ତା ଯଦି କିଛି ମୋ’ଠାରେ ଲୁଗ୍ଭଅ ପରମେଶ୍ୱର ତୁମ୍ଭଙ୍କୁ ଦଣ୍ତ ଦେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେ ପଚାରିଲେ, “ସଦାପ୍ରଭୁ ତୁମ୍ଭକୁ କି କଥା କହିଲେ? ବିନୟ କରୁଅଛି, ମୋʼ ଠାରୁ ତାହା ଗୁପ୍ତ ନ କର; ସେ ଯେସମସ୍ତ କଥା କହିଅଛନ୍ତି, ତହିଁରୁ କୌଣସି କଥା ତୁମ୍ଭେ ମୋʼ ଠାରୁ ଗୁପ୍ତ କଲେ, ପରମେଶ୍ୱର ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ତୁମ୍ଭକୁ ଦେଉନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ତେବେ ସେ ପଚାରିଲେ, ସଦାପ୍ରଭୁ ତୁମ୍ଭକୁ କି କଥା କହିଲେ? ବିନୟ କରୁଅଛି, ମୋ’ଠାରୁ ତାହା ଗୁପ୍ତ ନ କର; ସେ ଯେସମସ୍ତ କଥା କହିଅଛନ୍ତି, ତହିଁରୁ କୌଣସି କଥା ତୁମ୍ଭେ ମୋ’ଠାରୁ ଗୁପ୍ତ କଲେ, ପରମେଶ୍ୱର ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ତୁମ୍ଭକୁ ଦେଉନ୍ତୁ।