1 Samuel 3:18 — Compare Translations
5 translations compared side by side
Odia - 1840
"ତହିଁରେ ଶାମକ୍ସ୍ଟଯଲେ କିଛି ଗକ୍ସ୍ଟଲ୍ଗ ନ କରି ତାହାଙ୍କକ୍ସ୍ଟ ସବୁକଥା ଜଣାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଶାମୁୟେଲ କିଛି ଗୁପ୍ତ ନ କରି ତାଙ୍କୁ ସବୁ କଥା ଜଣାଇଲେ । ତହୁଁ ସେ କହିଲେ, ସେ ତ ସଦାପ୍ରଭୁ; ଯାହା ତାହାଙ୍କ ଦୃଷ୍ଟିରେ ଭଲ, ତାହା ସେ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ଶାମୁୟେଲ କିଛି ଗୁପ୍ତ ନ କରି ତାହାଙ୍କୁ ସବୁକଥା ଜଣାଇଲେ। ତା’ପରେ ଏଲି କହିଲେ, “ସେ ସଦାପ୍ରଭୁ, ଯାହା ସଦାପ୍ରଭୁ ଭାବନ୍ତି ତାହା ଯଥାର୍ଥ, ତାହା ସେ କରନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଶାମୁୟେଲ କିଛି ଗୁପ୍ତ ନ କରି ତାଙ୍କୁ ସବୁ କଥା ଜଣାଇଲେ। ତହୁଁ ସେ କହିଲେ, “ସେ ତ ସଦାପ୍ରଭୁ; ଯାହା ତାହାଙ୍କ ଦୃଷ୍ଟିରେ ଭଲ, ତାହା ସେ କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଶାମୁୟେଲ କିଛି ଗୁପ୍ତ ନ କରି ତାଙ୍କୁ ସବୁ କଥା ଜଣାଇଲେ। ତହୁଁ ସେ କହିଲେ, ସେ ତ ସଦାପ୍ରଭୁ; ଯାହା ତାହାଙ୍କ ଦୃଷ୍ଟିରେ ଭଲ, ତାହା ସେ କରନ୍ତୁ।