1 Samuel 3:19 — Compare Translations

5 translations compared side by side

Odia - 1840
"ତା'ପରେ ଶାମକ୍ସ୍ଟଯଲେ ବଡ ହେଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗେ ରହିଲେ। ସଦାପ୍ରଭୁ ତାଙ୍କର କୌଣସି ବାକ୍ଯ ମିଛ ହବୋକକ୍ସ୍ଟ ଦେଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଶାମୁୟେଲ ବଢ଼ିଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗେ ଥାଇ ତାଙ୍କର କୌଣସି କଥା ତଳେ ପଡ଼ିବାକୁ ଦେଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଶାମୁୟେଲ ବଡ଼ ହେଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗେ ରହିଲେ। ସଦାପ୍ରଭୁ ତାଙ୍କର କୌଣସି ବାକ୍ୟ ମିଛ ହେବାକୁ ଦେଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଶାମୁୟେଲ ବଢ଼ିଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗେ ଥାଇ ଶାମୁୟେଲଙ୍କ କୌଣସି କଥା ତଳେ ପଡ଼ିବାକୁ ଦେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଶାମୁୟେଲ ବଢ଼ିଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗେ ଥାଇ ଶାମୁୟେଲଙ୍କ କୌଣସି କଥା ତଳେ ପଡ଼ିବାକୁ ଦେଲେ ନାହିଁ।