1 Samuel 3:2 — Compare Translations
5 translations compared side by side
Odia - 1840
"ଏହି ସମୟରେ ଏଲିଙ୍କର ଚକ୍ଷକ୍ସ୍ଟ ଧକ୍ସ୍ଟନ୍ଦକ୍ସ୍ଟଳା ହବୋକକ୍ସ୍ଟ ଲାଗିଲା। ଏଣୁ ସେ ଦେଖି ପାରିଲେ ନାହିଁ, ଏକ ଦିନ ସେ ଆପଣା ସ୍ଥାନ ରେ ଶାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ସମୟରେ ଏଲିଙ୍କର ଚକ୍ଷୁ ଧନ୍ଦଳା ହେବାକୁ ଲାଗିଲା, ଏଣୁ ସେ ଦେଖି ପାରିଲେ ନାହିଁ । ଏକ ଦିନ ସେ ଆପଣା ସ୍ଥାନରେ ଶୋଇଥିଲେ ପ୍ର.ଶା. ୪:୧୫
Odia Bible ERV 2004 (ପବିତ୍ର ବାଇବଲ)
ଏହି ସମୟରେ ଏଲିଙ୍କର ଚକ୍ଷୁ ଧୁନ୍ଦୁଳା ହେବାକୁ ଲାଗିଲା। ଏଣୁ ସେ ଦେଖି ପାରିଲେ ନାହିଁ, ଏକ ଦିନ ସେ ଆପଣା ସ୍ଥାନରେ ଶୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମୟରେ ଏଲିଙ୍କର ଚକ୍ଷୁ ଧନ୍ଦଳା ହେବାକୁ ଲାଗିଲା, ଏଣୁ ସେ ଦେଖି ପାରିଲେ ନାହିଁ। ଏକ ଦିନ ସେ ଆପଣା ସ୍ଥାନରେ ଶୋଇଥିଲେ
Odia IRV 2017 (ଓଡିଆ ବାଇବେଲ)
ଏହି ସମୟରେ ଏଲିଙ୍କର ଚକ୍ଷୁ ଧନ୍ଦଳା ହେବାକୁ ଲାଗିଲା, ଏଣୁ ସେ ଦେଖି ପାରିଲେ ନାହିଁ। ଏକ ଦିନ ସେ ଆପଣା ସ୍ଥାନରେ ଶୋଇଥିଲେ