1 Samuel 3:20 — Compare Translations

5 translations compared side by side

Odia - 1840
"ତା'ପରେ ଶାମକ୍ସ୍ଟଯଲେ ସଦାପ୍ରଭୁଙ୍କ ପ୍ରକୃତ ଭବିଷ୍ଯଦ୍ବକ୍ତା ବୋଲି ଦାନଠାରକ୍ସ୍ଟ ବରେଶବୋ ପର୍ୟ୍ଯନ୍ତ ସମସ୍ତ ଇଶ୍ରାୟେଲୀୟ ଜ୍ଞାତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଶାମୁୟେଲ ଯେ ସଦାପ୍ରଭୁଙ୍କ ଭବିଷ୍ୟଦ୍ବକ୍ତା ହେବାକୁ ନିଯୁକ୍ତ ହୋଇଅଛନ୍ତି,ଏହା ଦାନ୍‍ଠାରୁ ବେର୍ଶେବା ପର୍ଯ୍ୟନ୍ତ ସମସ୍ତ ଇସ୍ରାଏଲ ଜ୍ଞାତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଶାମୁୟେଲ ସଦାପ୍ରଭୁଙ୍କ ପ୍ରକୃତ ଭବିଷ୍ୟ‌ଦ୍‌ବକ୍ତା ବୋଲି ଦା‌ନ୍‌ଠାରୁ ବେ‌ର୍‌ଶେବା ପର୍ଯ୍ୟନ୍ତ ସମସ୍ତ ଇସ୍ରାଏଲୀୟ ଜ୍ଞାତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଶାମୁୟେଲ ଯେ ସଦାପ୍ରଭୁଙ୍କ ଭବିଷ୍ୟଦ୍‍ବକ୍ତା ହେବାକୁ ନିଯୁକ୍ତ ହୋଇଅଛନ୍ତି, ଏହା ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ସମସ୍ତ ଇସ୍ରାଏଲ ଜ୍ଞାତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଶାମୁୟେଲ ଯେ ସଦାପ୍ରଭୁଙ୍କ ଭବିଷ୍ୟଦ୍‍ବକ୍ତା ହେବାକୁ ନିଯୁକ୍ତ ହୋଇଅଛନ୍ତି, ଏହା ଦାନ୍‍ଠାରୁ ବେର୍‍ଶେବା ପର୍ଯ୍ୟନ୍ତ ସମସ୍ତ ଇସ୍ରାଏଲ ଜ୍ଞାତ ହେଲେ।