1 Samuel 3:21 — Compare Translations
5 translations compared side by side
Odia - 1840
"ଆହକ୍ସ୍ଟରି ସଦାପ୍ରଭୁ ଶୀଲୋ ରେ ପକ୍ସ୍ଟନର୍ବାର ଶାମକ୍ସ୍ଟଯଲକେକ୍ସ୍ଟ ଦର୍ଶନ ଦେଲେ। ସଦାପ୍ରଭୁ ଶୀଲୋ ରେ ଶାମକ୍ସ୍ଟଯଲେ ନିକଟରେ ତାଙ୍କ ବାକ୍ଯ ଦ୍ବାରା ଆପଣାକକ୍ସ୍ଟ ପ୍ରକାଶ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସଦାପ୍ରଭୁ ଶୀଲୋରେ ପୁନର୍ବାର ଦର୍ଶନ ଦେଲେନ୍ତକାରଣ ସଦାପ୍ରଭୁ ଶୀଲୋରେ ଶାମୁୟେଲଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଦ୍ଵାରା ଆପଣାକୁ ପ୍ରକାଶ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ସଦାପ୍ରଭୁ ଶୀଲୋରେ ପୁନର୍ବାର ଶାମୁୟେଲକୁ ଦର୍ଶନ ଦେଲେ। ସଦାପ୍ରଭୁ ଶୀଲୋରେ ଶାମୁୟେଲ ନିକଟରେ ତାଙ୍କ ବାକ୍ୟ ଦ୍ୱାରା ଆପଣାକୁ ପ୍ରକାଶ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସଦାପ୍ରଭୁ ଶୀଲୋରେ ପୁନର୍ବାର ଦର୍ଶନ ଦେଲେ; କାରଣ ସଦାପ୍ରଭୁ ଶୀଲୋରେ ଶାମୁୟେଲଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଆପଣାକୁ ପ୍ରକାଶ କଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ସଦାପ୍ରଭୁ ଶୀଲୋରେ ପୁନର୍ବାର ଦର୍ଶନ ଦେଲେ; କାରଣ ସଦାପ୍ରଭୁ ଶୀଲୋରେ ଶାମୁୟେଲଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଆପଣାକୁ ପ୍ରକାଶ କଲେ।