1 Samuel 3:4 — Compare Translations

5 translations compared side by side

Odia - 1840
"ସେତବେେଳେ ସଦାପ୍ରଭୁ ଶାମକ୍ସ୍ଟଯଲକେକ୍ସ୍ଟ ଡାକିଲେ ଓ ଶାମକ୍ସ୍ଟଯଲେ ଉତ୍ତର ଦେଲେ, ମୁ ଏଠା ରେ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ ଡାକିଲେ; ସେ କହିଲେ, ମୁଁ ଏଠାରେ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ସଦାପ୍ରଭୁ ଶାମୁୟେଲକୁ ଡାକିଲେ ଓ ଶାମୁୟେଲ ଉତ୍ତର ଦେଲେ, “ମୁଁ ଏଠାରେ ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ ଡାକିଲେ; ସେ କହିଲେ, “ମୁଁ ଏଠାରେ ଅଛି।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ ଡାକିଲେ; ସେ କହିଲେ, ମୁଁ ଏଠାରେ ଅଛି।