1 Samuel 3:5 — Compare Translations

5 translations compared side by side

Odia - 1840
"ଶାମକ୍ସ୍ଟଯଲେ ଏଲିଙ୍କ ନିକଟକକ୍ସ୍ଟ ଧାଇଁୟାଇ କହିଲେ, ମୁ ଏଠା ରେ ଅଛି, ଆପଣା ମାେତେ ଡାକିଲେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଏଲିଙ୍କ ନିକଟକୁ ଧାଇଁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା? ସେ କହିଲେ, ମୁଁ ଡାକି ନାହିଁ; ଫେରିଯାଇ ଶୁଅ । ତହୁଁ ସେ ଯାଇ ଶୋଇଲେ;
Odia Bible ERV 2004 (ପବିତ୍ର ବାଇବଲ)
ଶାମୁୟେଲ ଏଲିଙ୍କ ନିକଟକୁ ଧାଇଁଯାଇ କହିଲେ, “ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ?” ସେ କହିଲେ, “ମୁଁ ତୁମ୍ଭକୁ ଡାକି ନାହିଁ, ଫେରିଯାଅ ଓ ଶୁଅ।” ଏବଂ ସେ ଶୋଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଏଲିଙ୍କ ନିକଟକୁ ଧାଇଁଯାଇ କହିଲେ, “ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା?” ସେ କହିଲେ, “ମୁଁ ଡାକି ନାହିଁ; ଫେରିଯାଇ ଶୁଅ।” ତହୁଁ ସେ ଯାଇ ଶୋଇଲେ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଏଲିଙ୍କ ନିକଟକୁ ଧାଇଁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା? ସେ କହିଲେ, ମୁଁ ଡାକି ନାହିଁ; ଫେରିଯାଇ ଶୁଅ। ତହୁଁ ସେ ଯାଇ ଶୋଇଲେ;