1 Samuel 3:6 — Compare Translations
5 translations compared side by side
Odia - 1840
"ଏହାପରେ ସଦାପ୍ରଭୁ ଶାମକ୍ସ୍ଟଯଲେ ବୋଲି ଆଉଥରେ ଡାକିଲେ, ତହକ୍ସ୍ଟଁ ଶାମକ୍ସ୍ଟଯଲେ ଉଠି ଏଲିଙ୍କ ନିକଟକକ୍ସ୍ଟ ୟାଇ କିହିଲେ, ମୁ ଏଠା ରେ ଅଛି, ଆପଣା ମାେତେ ଡାକିଲେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସଦାପ୍ରଭୁ ଶାମୁୟେଲ ବୋଲି ପୁନର୍ବାର ଡାକିଲେ । ତହୁଁ ଶାମୁୟେଲ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା? ସେ ଉତ୍ତର ଦେଲେ, ହେ ପୁତ୍ର, ମୁଁ ଡାକି ନାହିଁ; ଫେରିଯାଇ ଶୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁ “ଶାମୁୟେଲ” ବୋଲି ଆଉ ଥରେ ଡାକିଲେ, ତହୁଁ ଶାମୁୟେଲ ଉଠି ଏଲିଙ୍କ ନିକଟକୁ ଯାଇ କିହିଲେ, “ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ?” ସେ ଉତ୍ତର ଦେଲେ, “ହେ ମୋର ପୁତ୍ର, ମୁଁ ତୁମ୍ଭକୁ ଡାକି ନାହିଁ, ଫେରିଯାଅ ଓ ଶୁଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସଦାପ୍ରଭୁ “ଶାମୁୟେଲ” ବୋଲି ପୁନର୍ବାର ଡାକିଲେ। ତହୁଁ ଶାମୁୟେଲ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, “ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା?” ସେ ଉତ୍ତର ଦେଲେ, “ହେ ପୁତ୍ର, ମୁଁ ଡାକି ନାହିଁ; ଫେରିଯାଇ ଶୁଅ।”
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସଦାପ୍ରଭୁ ଶାମୁୟେଲ ବୋଲି ପୁନର୍ବାର ଡାକିଲେ। ତହୁଁ ଶାମୁୟେଲ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା? ସେ ଉତ୍ତର ଦେଲେ, ହେ ପୁତ୍ର, ମୁଁ ଡାକି ନାହିଁ; ଫେରିଯାଇ ଶୁଅ।