1 Samuel 3:7 — Compare Translations
5 translations compared side by side
Odia - 1840
"ସେ ସମୟରେ ଶାମକ୍ସ୍ଟଯଲେ ସଦାପ୍ରଭୁଙ୍କୁ ଜାଣି ନଥିଲା, କାରଣ ସଦାପ୍ରଭୁ ତାଙ୍କଠା ରେ ତାଙ୍କର ବାକ୍ଯ କଥା ପ୍ରକାଶ କରି ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ଶାମୁୟେଲ ସଦାପ୍ରଭୁଙ୍କର ପରିଚୟ ପାଇ ନ ଥିଲେ, କିଅବା ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ପ୍ରତି ପ୍ରକାଶିତ ହୋଇ ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟରେ ଶାମୁୟେଲ ସଦାପ୍ରଭୁଙ୍କୁ ଜାଣି ନ ଥିଲା, କାରଣ ସଦାପ୍ରଭୁ ତାଙ୍କଠାରେ ତାଙ୍କର ବାକ୍ୟ କଥା ପ୍ରକାଶ କରି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ଶାମୁୟେଲ ସଦାପ୍ରଭୁଙ୍କର ପରିଚୟ ପାଇ ନ ଥିଲେ, କିଅବା ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ପ୍ରତି ପ୍ରକାଶିତ ହୋଇ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେସମୟରେ ଶାମୁୟେଲ ସଦାପ୍ରଭୁଙ୍କର ପରିଚୟ ପାଇ ନ ଥିଲେ, କିଅବା ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ପ୍ରତି ପ୍ରକାଶିତ ହୋଇ ନ ଥିଲା।