1 Samuel 3:8 — Compare Translations
5 translations compared side by side
Odia - 1840
"ଏହାପରେ ସଦାପ୍ରଭୁ ପକ୍ସ୍ଟନର୍ବାର ତୃତୀୟଥର ଶାମୁୟେଲଙ୍କୁ ଡାକିଲେ। ତହକ୍ସ୍ଟଁ ସେ ଉଠି ଏଲିଙ୍କ ନିକଟକକ୍ସ୍ଟ ୟାଇ କହିଲେ, ମୁ ଏଠା ରେ ଅଛି ଆପଣ ମାେତେ ଡାକିଲେ ପରା,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସଦାପ୍ରଭୁ ପୁନର୍ବାର ତୃତୀୟ ଥର ଶାମୁୟେଲଙ୍କୁ ଡାକିଲେ । ତହୁଁ ସେ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା? ଏଥିରେ ସଦାପ୍ରଭୁ ଯେ ବାଳକକୁ ଡାକୁଅଛନ୍ତି, ଏହା ଏଲି ବୁଝିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁ ପୁନର୍ବାର ତୃତୀୟ ଥର ଶାମୁୟେଲଙ୍କୁ ଡାକିଲେ। ତହୁଁ ସେ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, “ମୁଁ ଏଠାରେ ଅଛି ଆପଣ ମୋତେ ଡାକିଲେ ପରା,” ଏଥିରେ ସଦାପ୍ରଭୁ ଯେ ବାଳକକୁ ଡାକୁଅଛନ୍ତି ଏହା ଏଲି ବୁଝିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସଦାପ୍ରଭୁ ପୁନର୍ବାର ତୃତୀୟ ଥର ଶାମୁୟେଲଙ୍କୁ ଡାକିଲେ। ତହୁଁ ସେ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, “ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା?” ଏଥିରେ ସଦାପ୍ରଭୁ ଯେ ବାଳକକୁ ଡାକୁଅଛନ୍ତି, ଏହା ଏଲି ବୁଝିଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସଦାପ୍ରଭୁ ପୁନର୍ବାର ତୃତୀୟ ଥର ଶାମୁୟେଲଙ୍କୁ ଡାକିଲେ। ତହୁଁ ସେ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା? ଏଥିରେ ସଦାପ୍ରଭୁ ଯେ ବାଳକକୁ ଡାକୁଅଛନ୍ତି, ଏହା ଏଲି ବୁଝିଲେ।