1 Samuel 3:9 — Compare Translations
5 translations compared side by side
Odia - 1840
"ତେଣୁ ଏଲି ଶାମକ୍ସ୍ଟଯଲକେକ୍ସ୍ଟ କହିଲେ, ୟାଇ ଶକ୍ସ୍ଟଅ, ଯବେେ ସେ ତୁମ୍ଭକୁ ଡାକନ୍ତି, ତବେେ ତୁମ୍ଭେ କହିବ, ' ହେ ସଦାପ୍ରଭୁ, କହନ୍ତକ୍ସ୍ଟ ଆପଣଙ୍କ ଦାସ ଶକ୍ସ୍ଟଣକ୍ସ୍ଟଅଛି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ଏଲି ଶାମୁୟେଲଙ୍କୁ କହିଲେ, ଯାଇ ଶୁଅ; ଯେବେ ସେ ତୁମ୍ଭକୁ ଡାକନ୍ତି, ତେବେ ତୁମ୍ଭେ କହିବ, ହେ ସଦାପ୍ରଭୋ, କହନ୍ତୁ, ଆପଣଙ୍କ ଦାସ ଶୁଣୁଅଛି । ତହୁଁ ଶାମୁୟେଲ ଯାଇ ଆପଣା ସ୍ଥାନରେ ଶୋଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଏଲି ଶାମୁୟେଲକୁ କହିଲେ, “ଯାଇ ଶୁଅ, ଯେବେ ସେ ତୁମ୍ଭକୁ ଡାକନ୍ତି, ତେବେ ତୁମ୍ଭେ କହିବ, ‘ହେ ସଦାପ୍ରଭୁ, କହନ୍ତୁ ଆପଣଙ୍କ ଦାସ ଶୁଣୁଅଛି।’” ତହୁଁ ଶାମୁୟେଲ ଯାଇ ଆପଣା ସ୍ଥାନରେ ଶୋଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ, ଏଲି ଶାମୁୟେଲଙ୍କୁ କହିଲେ, “ଯାଇ ଶୁଅ; ଯେବେ ସେ ତୁମ୍ଭକୁ ଡାକନ୍ତି, ତେବେ ତୁମ୍ଭେ କହିବ, ‘ହେ ସଦାପ୍ରଭୋ କହନ୍ତୁ, ଆପଣଙ୍କ ଦାସ ଶୁଣୁଅଛି।’” ତହୁଁ ଶାମୁୟେଲ ଯାଇ ଆପଣା ସ୍ଥାନରେ ଶୋଇଲେ।
Odia IRV 2017 (ଓଡିଆ ବାଇବେଲ)
ତେଣୁ, ଏଲି ଶାମୁୟେଲଙ୍କୁ କହିଲେ, ଯାଇ ଶୁଅ; ଯେବେ ସେ ତୁମ୍ଭକୁ ଡାକନ୍ତି, ତେବେ ତୁମ୍ଭେ କହିବ, ହେ ସଦାପ୍ରଭୁ କହନ୍ତୁ, ଆପଣଙ୍କ ଦାସ ଶୁଣୁଅଛି। ତହୁଁ ଶାମୁୟେଲ ଯାଇ ଆପଣା ସ୍ଥାନରେ ଶୋଇଲେ।