1 Samuel 30:1 — Compare Translations
5 translations compared side by side
Odia - 1840
"ତୃତୀୟ ଦିନ ଦାଉଦ ଏବଂ ତାଙ୍କର ଲୋକମାନେ ସିକ୍ଲଗ୍ ରେ ପହଁଞ୍ଚିଲେ। ସମାନେେ ଦେଖିଲେ ଅମାଲକେୀଯମାନେ ସିକ୍ଲଗ ଆକ୍ରମଣ କରିଥିଲେ। ଅମାଲକେୀଯ ଲୋକମାନେ ନଗେଭେ ଆକ୍ରମଣ କରି ଓ ସିକ୍ଲଗ୍କକ୍ସ୍ଟ ଆକ୍ରମଣ କରି ସହର ରେ ନିଆଁ ଲଗାଇ ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଦାଉଦ ଓ ତାଙ୍କର ଲୋକମାନେ ତୃତୀୟ ଦିନରେ ସିକ୍ଳଗ୍ ନଗରରେ ଉପସ୍ଥିତ ହେଲେ, ସେସମୟକୁ ଅମାଲେକୀୟ ଲୋକମାନେ ଦକ୍ଷିଣାଞ୍ଚଳ ଓ ସିକ୍ଳଗ୍ ଆକ୍ରମଣ କରିଥିଲେ ଓ ସିକ୍ଳଗ୍କୁ ଆଘାତ କରି ଅଗ୍ନିରେ ଦଗ୍ଧ କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅମାଲେକୀୟମାନେ ସିକ୍ଳଗ୍ ଆକ୍ରମଣ କଲେ ତୃତୀୟ ଦିନ ଦାଉଦ ଏବଂ ତାଙ୍କର ଲୋକମାନେ ସିକ୍ଳଗ୍ରେ ପହଞ୍ଚିଲେ। ସେମାନେ ଦେଖିଲେ ଅମାଲେକୀୟମାନେ ସିକ୍ଳଗ ଆକ୍ରମଣ କରିଥିଲେ। ଅମାଲେକୀୟ ଲୋକମାନେ ନେଗେଭ ଆକ୍ରମଣ କରି ଓ ସିକ୍ଳଗ୍କୁ ଆକ୍ରମଣ କରି ସହରରେ ନିଆଁ ଲଗାଇ ଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଦାଉଦ ଓ ତାଙ୍କର ଲୋକମାନେ ତୃତୀୟ ଦିନରେ ସିକ୍ଲଗ୍ ନଗରରେ ଉପସ୍ଥିତ ହେଲେ, ସେସମୟକୁ ଅମାଲେକୀୟ ଲୋକମାନେ ଦକ୍ଷିଣାଞ୍ଚଳ ଓ ସିକ୍ଲଗ୍ ଆକ୍ରମଣ କରିଥିଲେ ଓ ସିକ୍ଲଗ୍କୁ ଆଘାତ କରି ଅଗ୍ନିରେ ଦଗ୍ଧ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଦାଉଦ ଓ ତାଙ୍କର ଲୋକମାନେ ତୃତୀୟ ଦିନରେ ସିକ୍ଲଗ୍ ନଗରରେ ଉପସ୍ଥିତ ହେଲେ, ସେସମୟକୁ ଅମାଲେକୀୟ ଲୋକମାନେ ଦକ୍ଷିଣାଞ୍ଚଳ ଓ ସିକ୍ଲଗ୍ ଆକ୍ରମଣ କରିଥିଲେ ଓ ସିକ୍ଲଗ୍କୁ ଆଘାତ କରି ଅଗ୍ନିରେ ଦଗ୍ଧ କରିଥିଲେ।