1 Samuel 30:10 — Compare Translations
4 translations compared side by side
Odia - 1840
"ତେଣୁ ଦାଉଦ ତାଙ୍କର ଅନ୍ୟ 400 ଜଣ ଲୋକମାନଙ୍କୁ ନଇେ ଅମାଲକେୀଯମାନଙ୍କ ପଛ ରେ ଗୋଡ଼ାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଦାଉଦ ଓ ଚାରି ଶହ ଲୋକ ପଛେ ପଛେ ଗୋଡ଼ାଇଲେ; କାରଣ ଦୁଇ ଶହ ଲୋକ ଏପରି କ୍ଳା; ହୋଇଥିଲେ ଯେ, ସେମାନେ ବିଷୋର ନଦୀ ପାର ହୋଇ ନ ପାରି ପଛରେ ରହିଗଲେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଦାଉଦ ଓ ଚାରି ଶହ ଲୋକ ପଛେ ପଛେ ଗୋଡ଼ାଇଲେ; କାରଣ ଦୁଇ ଶହ ଲୋକ ଏପରି କ୍ଳାନ୍ତ ହୋଇଥିଲେ ଯେ, ସେମାନେ ବିଷୋର ନଦୀ ପାର ହୋଇ ନ ପାରି ପଛରେ ରହିଗଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଦାଉଦ ଓ ଚାରି ଶହ ଲୋକ ପଛେ ପଛେ ଗୋଡ଼ାଇଲେ; କାରଣ ଦୁଇ ଶହ ଲୋକ ଏପରି କ୍ଳାନ୍ତ ହୋଇଥିଲେ ଯେ, ସେମାନେ ବିଷୋର ନଦୀ ପାର ହୋଇ ନ ପାରି ପଛରେ ରହିଗଲେ।