1 Samuel 30:11 — Compare Translations

5 translations compared side by side

Odia - 1840
"ଦାଉଦଙ୍କର ଲୋକମାନେ କ୍ଷତେ ରେ ଜଣେ ମିଶରୀଯକକ୍ସ୍ଟ ପାଇଲେ। ତାଙ୍କୁ ସମାନେେ ଦାଉଦଙ୍କ ନିକଟକକ୍ସ୍ଟ ଆଣିଲେ। ସମାନେେ ତାହାକକ୍ସ୍ଟ ଖାଦ୍ୟ ଓ ପାନୀଯ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଲୋକମାନେ କ୍ଷେତ୍ରରେ ଜଣେ ମିସ୍ରୀୟକୁ ପାଇ ଦାଉଦଙ୍କ ନିକଟକୁ ଆଣିଲେ ଓ ତାହାକୁ ଆହାର ଦିଅନ୍ତେ ସେ ଭୋଜନ କଲା; ମଧ୍ୟ ସେମାନେ ପାନ କରିବା ପାଇଁ ତାହାକୁ ଜଳ ଦେଲେ;
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କର ଲୋକମାନେ କ୍ଷେତରେ ଜଣେ ମିଶରୀୟକୁ ପାଇଲେ। ତାଙ୍କୁ ସେମାନେ ଦାଉଦଙ୍କ ନିକଟକୁ ଆଣିଲେ। ସେମାନେ ତାହାକୁ ଖାଦ୍ୟ ଓ ପାନୀୟ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଲୋକମାନେ କ୍ଷେତ୍ରରେ ଜଣେ ମିସରୀୟକୁ ପାଇ ଦାଉଦଙ୍କ ନିକଟକୁ ଆଣିଲେ ଓ ତାହାକୁ ଆହାର ଦିଅନ୍ତେ ସେ ଭୋଜନ କଲା; ମଧ୍ୟ ସେମାନେ ପାନ କରିବା ପାଇଁ ତାହାକୁ ଜଳ ଦେଲେ;
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଲୋକମାନେ କ୍ଷେତ୍ରରେ ଜଣେ ମିସ୍ରୀୟକୁ ପାଇ ଦାଉଦଙ୍କ ନିକଟକୁ ଆଣିଲେ ଓ ତାହାକୁ ଆହାର ଦିଅନ୍ତେ ସେ ଭୋଜନ କଲା; ମଧ୍ୟ ସେମାନେ ପାନ କରିବା ପାଇଁ ତାହାକୁ ଜଳ ଦେଲେ;