1 Samuel 30:12 — Compare Translations

5 translations compared side by side

Odia - 1840
"ସମାନେେ ମିଶରୀଯଙ୍କକ୍ସ୍ଟ ଡିମ୍ବିରି ଚକ୍ତିରକ୍ସ୍ଟ ଖଣ୍ଡେ ଓ ଦକ୍ସ୍ଟଇ ପନ୍ଡୋ କିସ୍ମିସ ଦେଲେ। ସେ ଖାଇ ସାରିବା ପରେ ଶାନ୍ତି ଅନକ୍ସ୍ଟଭବ କଲା। ସେ ତିନିଦିନ ଏବଂ ତିନିରାତି କିଛି ଖାଇ ନଥିଲେ, ପାଣି ପିଇଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ତାହାକୁ ଡିମିରିଚକ୍ତିରୁ ଏକ ଖଣ୍ତ ଓ ଦୁଇ ପେଣ୍ତା ଦ୍ରାକ୍ଷା ଦେଲେ; ଆଉ ସେ ଭୋଜନ କରନ୍ତେ ଚେତନା ପାଇଲା, କାରଣ ସେ ତିନି ଦିନ ତିନି ରାତ୍ରି କିଛି ଆହାର କରି ନ ଥିଲା, କି କିଛି ଜଳପାନ କରି ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମିଶରୀୟଙ୍କୁ ଡିମ୍ବିରି ଚକ୍ତିରୁ ଖଣ୍ଡେ ଓ ଦୁଇ ପେଣ୍ଡା କି‌ସ୍‌ମିସ୍ ଦେଲେ। ସେ ଖାଇ ସାରିବା ପରେ ଶାନ୍ତି ଅନୁଭବ କଲା। ସେ ତିନି ଦିନ ଏବଂ ତିନି ରାତି କିଛି ଖାଇ ନ ଥିଲା, ପାଣି ପିଇଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ତାହାକୁ ଡିମ୍ବିରିଚକ୍ତିରୁ ଏକ ଖଣ୍ଡ ଓ ଦୁଇ ପେଣ୍ଡା ଦ୍ରାକ୍ଷା ଦେଲେ; ଆଉ ସେ ଭୋଜନ କରନ୍ତେ ଚେତନା ପାଇଲା, କାରଣ ସେ ତିନି ଦିନ ତିନି ରାତ୍ରି କିଛି ଆହାର କରି ନ ଥିଲା, କି କିଛି ଜଳ ପାନ କରି ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ତାହାକୁ ଡିମ୍ବିରିଚକ୍ତିରୁ ଏକ ଖଣ୍ଡ ଓ ଦୁଇ ପେଣ୍ଡା ଦ୍ରାକ୍ଷା ଦେଲେ; ଆଉ ସେ ଭୋଜନ କରନ୍ତେ ଚେତନା ପାଇଲା, କାରଣ ସେ ତିନି ଦିନ ତିନି ରାତ୍ରି କିଛି ଆହାର କରି ନ ଥିଲା, କି କିଛି ଜଳପାନ କରି ନ ଥିଲା।