1 Samuel 30:14 — Compare Translations
5 translations compared side by side
Odia - 1840
"ଆମ୍ଭମାନେେ କରେଥୀଯମାନେ ବାସ କରୁଥିବା ନଗେଭେ ଆକ୍ରମଣ କଲକ୍ସ୍ଟ। ଆମ୍ଭମାନେେ ସିକ୍ଲଗକକ୍ସ୍ଟ ଅଗ୍ନି ରେ ଦଗ୍ଧ କଲକ୍ସ୍ଟ ଓ ୟିହକ୍ସ୍ଟଦାର କାଲେବ୍ମାନଙ୍କର ବସତି ଉପରେ ଆକ୍ରମଣ କଲକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ କରେଥୀୟମାନଙ୍କ ଦକ୍ଷିଣାଞ୍ଚଳ ଆକ୍ରମଣ କଲୁ ଓ ଆମ୍ଭେମାନେ ସିକ୍ଳଗ୍କୁ ଅଗ୍ନିରେ ଓ ଯିହୁଦାର ଅଧିକାର ଓ କାଲେବର ଦକ୍ଷିଣାଞ୍ଚଳ ଦଗ୍ଧ କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ କରେଥୀୟମାନେ ବାସ କରୁଥିବା ନେଗେଭ ଆକ୍ରମଣ କଲୁ। ଆମ୍ଭେମାନେ ସିକ୍ଳଗ୍କୁ ଅଗ୍ନିରେ ଦଗ୍ଧ କଲୁ ଓ ଯିହୁଦାର କାଲେବ୍ମାନଙ୍କର ବସତି ଉପରେ ଆକ୍ରମଣ କଲୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ କରେଥୀୟମାନଙ୍କ ଦକ୍ଷିଣାଞ୍ଚଳ ଆକ୍ରମଣ କଲୁ ଓ ଆମ୍ଭେମାନେ ସିକ୍ଲଗ୍କୁ ଅଗ୍ନିରେ ଓ ଯିହୁଦାର ଅଧିକାର ଓ କାଲେବର ଦକ୍ଷିଣାଞ୍ଚଳ ଦଗ୍ଧ କଲୁ।”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ କରେଥୀୟମାନଙ୍କ ଦକ୍ଷିଣାଞ୍ଚଳ ଆକ୍ରମଣ କଲୁ ଓ ଆମ୍ଭେମାନେ ସିକ୍ଲଗ୍କୁ ଅଗ୍ନିରେ ଓ ଯିହୁଦାର ଅଧିକାର ଓ କାଲେବର ଦକ୍ଷିଣାଞ୍ଚଳ ଦଗ୍ଧ କଲୁ।