1 Samuel 30:15 — Compare Translations
5 translations compared side by side
Odia - 1840
"ଦାଉଦ ତାଙ୍କୁ ପଚାରିଲେ, ତୁମ୍ଭେ ମାେତେ ସହେି ସୈନ୍ଯଦଳ ନିକଟକକ୍ସ୍ଟ ନଇେପାରିବ କି ଯେଉଁମାନେ ଆମ୍ଭର ପରିବାରକକ୍ସ୍ଟ ସାଙ୍ଗ ରେ ନଇେ ୟାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଦାଉଦ ତାହାକୁ କହିଲେ, ତୁମ୍ଭେ କʼଣ ଆମ୍ଭକୁ ସେହି ସୈନ୍ୟଦଳ ନିକଟକୁ ନେଇଯିବ? ତହୁଁ ସେ କହିଲା, ତୁମ୍ଭେ ଯେ ମୋତେ ବଧ କରିବ ନାହିଁ, ଅବା ମୋହର ମୁନିବ ହସ୍ତରେ ମୋତେ ସମର୍ପଣ କରିବ ନାହିଁ, ଏହା ପରମେଶ୍ଵରଙ୍କ ନାମରେ ଶପଥ କର, ତେବେ ମୁଁ ସେହି ସୈନ୍ୟଦଳ ନିକଟକୁ ତୁମ୍ଭକୁ ନେଇଯିବି ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ତାଙ୍କୁ ପଗ୍ଭରିଲେ, “ତୁମ୍ଭେ ମୋତେ ସେହି ସୈନ୍ୟଦଳ ନିକଟକୁ ନେଇ ପାରିବ କି ଯେଉଁମାନେ ଆମ୍ଭର ପରିବାରକୁ ସାଙ୍ଗରେ ନେଇ ଯାଇଛନ୍ତି।” ମିଶରୀୟ ଜଣକ କହିଲା, “ତୁମ୍ଭେ ପରମେଶ୍ୱରଙ୍କ ନାମରେ ପ୍ରତିଜ୍ଞା କରି କୁହ ଯେ ତୁମ୍ଭେ ମୋତେ ମାରିଦେବ ନାହିଁ କି ମୋର ମୁନିବ ନିକଟରେ ମୋତେ ସମର୍ପଣ କରିବ ନାହିଁ। ତେବେ ମୁଁ ଅଭିଯାନରେ ନେତୃତ୍ୱ କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଦାଉଦ ତାହାକୁ କହିଲେ, “ତୁମ୍ଭେ କʼଣ ଆମ୍ଭକୁ ସେହି ସୈନ୍ୟଦଳ ନିକଟକୁ ନେଇଯିବ?” ତହୁଁ ସେ କହିଲା, “ତୁମ୍ଭେ ଯେ ମୋତେ ବଧ କରିବ ନାହିଁ, ଅବା ମୋହର ମୁନିବ ହସ୍ତରେ ମୋତେ ସମର୍ପଣ କରିବ ନାହିଁ, ଏହା ପରମେଶ୍ୱରଙ୍କ ନାମରେ ଶପଥ କର, ତେବେ ମୁଁ ସେହି ସୈନ୍ୟଦଳ ନିକଟକୁ ତୁମ୍ଭକୁ ନେଇଯିବି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଦାଉଦ ତାହାକୁ କହିଲେ, ତୁମ୍ଭେ କ’ଣ ଆମ୍ଭକୁ ସେହି ସୈନ୍ୟଦଳ ନିକଟକୁ ନେଇଯିବ? ତହୁଁ ସେ କହିଲା, ତୁମ୍ଭେ ଯେ ମୋତେ ବଧ କରିବ ନାହିଁ, ଅବା ମୋହର ମୁନିବ ହସ୍ତରେ ମୋତେ ସମର୍ପଣ କରିବ ନାହିଁ, ଏହା ପରମେଶ୍ୱରଙ୍କ ନାମରେ ଶପଥ କର, ତେବେ ମୁଁ ସେହି ସୈନ୍ୟଦଳ ନିକଟକୁ ତୁମ୍ଭକୁ ନେଇଯିବି।