1 Samuel 30:16 — Compare Translations
5 translations compared side by side
Odia - 1840
"ସହେି ମିଶରୀଯ ଜଣକ ଦାଉଦଙ୍କକ୍ସ୍ଟ ସମାନଙ୍କେ ନିକଟକକ୍ସ୍ଟ ନଇଗେଲେ। ଯେଉଁଠା ରେ ସମାନେେ ଗୋଟିଏ ଜାଗା ରେ ଏକତ୍ରୀତ ଭାବରେ ବସି ଖିଆପିଆ କରୁଥିଲେ। ସମାନେେ ପଲେଷ୍ଟୀୟମାନଙ୍କର ଓ ୟିହକ୍ସ୍ଟଦାରକ୍ସ୍ଟ ଲକ୍ସ୍ଟସ୍ଖନ କରିଥିବା ବହକ୍ସ୍ଟତ ସାମଗ୍ରିମାନ ଉପ ଭୋଗ କଲେ ଓ ସଠାେରେ ଉତ୍ସବ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେ ତାଙ୍କୁ ନେଇଯାʼନ୍ତେ, ଦେଖ, ପଲେଷ୍ଟୀୟମାନଙ୍କର ଓ ଯିହୁଦାର ଦେଶରୁ ପ୍ରଚୁର ଲୁଟଦ୍ରବ୍ୟ ଆଣିଥିବାରୁ ସେମାନେ ଭୂମିଯାକ ବ୍ୟାପି ଭୋଜନପାନ ଓ ଉତ୍ସବ କରୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଅମାଲେକୀୟମାନଙ୍କୁ ପରାଜିତ କଲେ ସେହି ମିଶରୀୟ ଜଣକ ଦାଉଦଙ୍କୁ ସେମାନଙ୍କ ନିକଟକୁ ନେଇଗଲା। ଯେଉଁଠାରେ ସେମାନେ ଗୋଟିଏ ଜାଗାରେ ଏକତ୍ରିତ ଭାବରେ ବସି ଖିଆପିଆ କରୁଥିଲେ। ସେମାନେ ପଲେଷ୍ଟୀୟମାନଙ୍କର ଓ ଯିହୁଦାରୁ ଲୁଣ୍ଠନ କରିଥିବା ବହୁତ ସାମଗ୍ରୀମାନ ଉପଭୋଗ କଲେ ଓ ସେଠାରେ ଉତ୍ସବ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେ ତାଙ୍କୁ ନେଇଯାଆନ୍ତେ, ଦେଖ, ପଲେଷ୍ଟୀୟମାନଙ୍କର ଓ ଯିହୁଦାର ଦେଶରୁ ପ୍ରଚୁର ଲୁଟଦ୍ରବ୍ୟ ଆଣିଥିବାରୁ ସେମାନେ ଭୂମିଯାକ ବ୍ୟାପି ଭୋଜନପାନ ଓ ଉତ୍ସବ କରୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେ ତାଙ୍କୁ ନେଇଯାଆନ୍ତେ, ଦେଖ, ପଲେଷ୍ଟୀୟମାନଙ୍କର ଓ ଯିହୁଦାର ଦେଶରୁ ପ୍ରଚୁର ଲୁଟଦ୍ରବ୍ୟ ଆଣିଥିବାରୁ ସେମାନେ ଭୂମିଯାକ ବ୍ୟାପି ଭୋଜନପାନ ଓ ଉତ୍ସବ କରୁଅଛନ୍ତି।