1 Samuel 30:17 — Compare Translations

5 translations compared side by side

Odia - 1840
"ଦାଉଦ ସମାନଙ୍କେୁ ଆକ୍ରମଣ କଲେ ଓ ସମାନଙ୍କେୁ ବଧ କଲେ। ସମାନେେ ସୂର୍ େଯ୍ଯାଦଯରକ୍ସ୍ଟ ପରଦିନ ସୂର୍ୟ୍ଯାସ୍ତ ପର୍ୟ୍ଯନ୍ତ ସମାନଙ୍କେ ସହିତ ୟକ୍ସ୍ଟଦ୍ଧ କଲେ। ଯେଉଁ 400 ଲୋକ ଓଟ ଚଢି଼ଲେ ଏବଂ ପଳାଇଲେ ସହେି ଅମାଲକେୀଯ ବ୍ଯତୀତ କହେି ରକ୍ଷା ପାଇଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଦାଉଦ ଗୋଧୂଳି ସମୟାବଧି ପରଦିନ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ; ଆଉ ଯେଉଁ ଚାରି ଶହ ଯୁବା ଲୋକ ଓଟ ଚଢ଼ି ପଳାଇଲେ, ସେମାନଙ୍କ ଛଡ଼ା ସେହି ଲୋକମାନଙ୍କ ମଧ୍ୟରୁ; ଜଣେ ଅବଶିଷ୍ଟ ରହିଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ସେମାନଙ୍କୁ ଆକ୍ରମଣ କଲେ ଓ ସେମାନଙ୍କୁ ବଧ କଲେ। ସେମାନେ ସୂର୍ଯ୍ୟୋଦୟରୁ ପରଦିନ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ସେମାନଙ୍କ ସହିତ ଯୁଦ୍ଧ କଲେ। ଯେଉଁ 400 ଲୋକ ଓଟ ଚଢ଼ିଲେ ଏବଂ ପଳାଇଲେ ସେହି ଅମାଲେକୀୟ ବ୍ୟତୀତ କେହି ରକ୍ଷା ପାଇଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଦାଉଦ ଗୋଧୂଳି ସମୟାବଧି ପରଦିନ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ; ଆଉ ଯେଉଁ ଚାରି ଶହ ଯୁବା ଲୋକ ଓଟ ଚଢ଼ି ପଳାଇଲେ, ସେମାନଙ୍କ ଛଡ଼ା ସେହି ଲୋକମାନଙ୍କ ମଧ୍ୟରୁ; ଜଣେ ଅବଶିଷ୍ଟ ରହିଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଦାଉଦ ଗୋଧୂଳି ସମୟାବଧି ପରଦିନ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ; ଆଉ ଯେଉଁ ଚାରି ଶହ ଯୁବା ଲୋକ ଓଟ ଚଢ଼ି ପଳାଇଲେ, ସେମାନଙ୍କ ଛଡ଼ା ସେହି ଲୋକମାନଙ୍କ ମଧ୍ୟରୁ; ଜଣେ ଅବଶିଷ୍ଟ ରହିଲା ନାହିଁ।