1 Samuel 30:18 — Compare Translations

5 translations compared side by side

Odia - 1840
"ଦାଉଦ ପ୍ରେତ୍ୟକକ ଜିନିଷ ଫରେିପାଇଲେ, ଯେଉଁଗୁଡିକୁ ଅମାଲକେୀଯମାନେ ନଇୟୋଇ ଥିଲେ। ଏପରିକି ତାଙ୍କର ଦକ୍ସ୍ଟଇ ସ୍ତ୍ରୀଙ୍କକ୍ସ୍ଟ ମଧ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅମାଲେକୀୟମାନେ ଯାହା କିଛି ନେଇ ଯାଇଥିଲେ, ଦାଉଦ ସେସମସ୍ତ ଉଦ୍ଧାର କଲେ; ମଧ୍ୟ ଦାଉଦ ଆପଣାର ଦୁଇ ଭାର୍ଯ୍ୟାଙ୍କୁ ମୁକ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ପ୍ରତ୍ୟେକ ଜିନିଷ ଫେରି ପାଇଲେ, ଯେଉଁଗୁଡ଼ିକୁ ଅମାଲେକୀୟମାନେ ନେଇଯାଇ ଥିଲେ। ଏପରିକି ତାଙ୍କର ଦୁଇ ସ୍ତ୍ରୀଙ୍କୁ ମଧ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅମାଲେକୀୟମାନେ ଯାହା କିଛି ନେଇ ଯାଇଥିଲେ, ଦାଉଦ ସେସମସ୍ତ ଉଦ୍ଧାର କଲେ; ମଧ୍ୟ ଦାଉଦ ଆପଣାର ଦୁଇ ଭାର୍ଯ୍ୟାଙ୍କୁ ମୁକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅମାଲେକୀୟମାନେ ଯାହା କିଛି ନେଇ ଯାଇଥିଲେ, ଦାଉଦ ସେସମସ୍ତ ଉଦ୍ଧାର କଲେ; ମଧ୍ୟ ଦାଉଦ ଆପଣାର ଦୁଇ ଭାର୍ଯ୍ୟାଙ୍କୁ ମୁକ୍ତ କଲେ।