1 Samuel 30:19 — Compare Translations
5 translations compared side by side
Odia - 1840
"ତାଙ୍କର କୌଣସି ଜିନିଷ କିମ୍ବା ବ୍ଯକ୍ତି ହରାଇ ନଥିଲେ। ସମାନଙ୍କେର ସମସ୍ତ ଦ୍ରବ୍ଯ, ବଯସ୍କ ଲୋକ, ପିଲା, ସମସ୍ତଙ୍କ ପକ୍ସ୍ଟତ୍ର କନ୍ଯା ସମସ୍ତଙ୍କକ୍ସ୍ଟ ଦାଉଦ ରକ୍ଷାକଲେ। ଏବଂ ସମାନଙ୍କେର ମୂଲ୍ଯବାନ ବସ୍ତକ୍ସ୍ଟକକ୍ସ୍ଟ ମଧ୍ଯ ଦାଉଦ ନଇେ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନଙ୍କର ସାନ କି ବଡ଼, ପୁତ୍ର କି କନ୍ୟା, ଲୁଟଦ୍ରବ୍ୟ କି ଯାହା କିଛି ଅମାଲେକୀୟମାନେ ନେଇଥିଲେ, ତହିଁରୁ କିଛି ଊଣା ହେଲା ନାହିଁ; ଦାଉଦ ସବୁ ଫେରି ପାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କର କୌଣସି ଜିନିଷ କିମ୍ବା ବ୍ୟକ୍ତି ହରାଇ ନ ଥିଲେ। ସେମାନଙ୍କର ସମସ୍ତ ଦ୍ରବ୍ୟ, ବୟସ୍କ ଲୋକ, ପିଲା, ସମସ୍ତଙ୍କ ପୁତ୍ରକନ୍ୟା ସମସ୍ତଙ୍କୁ ଦାଉଦ ରକ୍ଷା କଲେ। ଏବଂ ସେମାନଙ୍କର ମୂଲ୍ୟବାନ ବସ୍ତୁକୁ ମଧ୍ୟ ଦାଉଦ ନେଇ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କର ସାନ କି ବଡ଼, ପୁତ୍ର କି କନ୍ୟା, ଲୁଟଦ୍ରବ୍ୟ କି ଯାହା କିଛି ଅମାଲେକୀୟମାନେ ନେଇଥିଲେ, ତହିଁରୁ କିଛି ଊଣା ହେଲା ନାହିଁ; ଦାଉଦ ସବୁ ଫେରି ପାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କର ସାନ କି ବଡ଼, ପୁତ୍ର କି କନ୍ୟା, ଲୁଟଦ୍ରବ୍ୟ କି ଯାହା କିଛି ଅମାଲେକୀୟମାନେ ନେଇଥିଲେ, ତହିଁରୁ କିଛି ଊଣା ହେଲା ନାହିଁ; ଦାଉଦ ସବୁ ଫେରି ପାଇଲେ।