1 Samuel 30:2 — Compare Translations
5 translations compared side by side
Odia - 1840
"ସମାନେେ ସିକ୍ଲଗ୍ର ସମସ୍ତ ସ୍ତ୍ରୀ ଲୋକମାନଙ୍କୁ ବନ୍ଦୀକରି ଆଣିଥିଲେ ଏବଂ ସମାନେେ ସମସ୍ତ ବୃଦ୍ଧ ଓ ସମସ୍ତ ୟକ୍ସ୍ଟବକମାନଙ୍କୁ ବନ୍ଦୀକରି ଆଣିଥିଲେ। ସମାନେେ କାହାରିକକ୍ସ୍ଟ ମାରି ଦଇେ ନଥିଲେ। ସମାନଙ୍କେୁ ହତ୍ଯା କରିବା ପରିବର୍ତେ ସମାନଙ୍କେୁ ନିଜ ନିଜ ପଥରେ ନଇୟୋଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତନ୍ମଧ୍ୟସ୍ଥିତ ସ୍ତ୍ରୀମାନଙ୍କୁ ଓ ସାନ ବଡ଼ ସମସ୍ତଙ୍କୁ ବନ୍ଦୀ କରି ନେଇ ଯାଇଥିଲେ; ସେମାନେ କାହାକୁ ବଧ ନ କରି ସମସ୍ତଙ୍କୁ ନେଇ ଆପଣା ପଥରେ ଚାଲି ଯାଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସିକ୍ଳଗ୍ର ସମସ୍ତ ସ୍ତ୍ରୀଲୋକମାନଙ୍କୁ ବନ୍ଦୀକରି ଆଣିଥିଲେ ଏବଂ ସେମାନେ ସମସ୍ତ ବୃଦ୍ଧ ଓ ସମସ୍ତ ଯୁବକମାନଙ୍କୁ ବନ୍ଦୀ କରି ଆଣିଥିଲେ। ସେମାନେ କାହାରିକୁ ମାରି ଦେଇ ନ ଥିଲେ। ସେମାନଙ୍କୁ ହତ୍ୟା କରିବା ପରିବର୍ତ୍ତେ ସେମାନଙ୍କୁ ନିଜ ନିଜ ପଥରେ ନେଇ ଯାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତନ୍ମଧ୍ୟସ୍ଥିତ ସ୍ତ୍ରୀମାନଙ୍କୁ ଓ ସାନ ବଡ଼ ସମସ୍ତଙ୍କୁ ବନ୍ଦୀ କରି ନେଇ ଯାଇଥିଲେ; ସେମାନେ କାହାକୁ ବଧ ନ କରି ସମସ୍ତଙ୍କୁ ନେଇ ଆପଣା ପଥରେ ଚାଲି ଯାଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତନ୍ମଧ୍ୟସ୍ଥିତ ସ୍ତ୍ରୀମାନଙ୍କୁ ଓ ସାନ ବଡ଼ ସମସ୍ତଙ୍କୁ ବନ୍ଦୀ କରି ନେଇ ଯାଇଥିଲେ; ସେମାନେ କାହାକୁ ବଧ ନ କରି ସମସ୍ତଙ୍କୁ ନେଇ ଆପଣା ପଥରେ ଚାଲି ଯାଇଥିଲେ।