1 Samuel 30:20 — Compare Translations

5 translations compared side by side

Odia - 1840
"ଦାଉଦ ସମସ୍ତ ମଷେ ଓ ଗାଈମାନ ପକ୍ସ୍ଟନର୍ବାର ପାଇଲେ। ଦାଉଦର ଲୋକମାନେ ଏହି ପଶକ୍ସ୍ଟଗୁଡିକୁ ସମାନଙ୍କେ ଆଗେ ଆଗେ ନେଲେ ଓ ସମାନେେ କହିଲେ, ଏହା ହେଉଛି ଦାଉଦର ଲାଭ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ ନିଜ ପଶୁପଲ ଆଗେ ଆଗେ ଯେଉଁ ଅନ୍ୟ ଗୋମେଷାଦି ପଲ ଅଡ଼ାଇ ନେଉଥିଲେ, ଦାଉଦ ସେସବୁ ନେଲେ, ପୁଣି ଲୋକମାନେ କହିଲେ, ଏ ଦାଉଦଙ୍କ ଲୁଟଦ୍ରବ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ସମସ୍ତ ମେଷ ଓ ଗାଈମାନ ପୁନର୍ବାର ପାଇଲେ। ଦାଉଦଙ୍କର ଲୋକମାନେ ଏହି ପଶୁଗୁଡ଼ିକୁ ସେମାନଙ୍କ ଆଗେ ଆଗେ ନେଲେ ଓ ସେମାନେ କହିଲେ, “ଏହା ହେଉଛି ଦାଉଦଙ୍କର ଲାଭ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ନିଜ ପଶୁପଲ ଆଗେ ଆଗେ ଯେଉଁ ଅନ୍ୟ ଗୋମେଷାଦି ପଲ ଅଡ଼ାଇ ନେଉଥିଲେ, ଦାଉଦ ସେସବୁ ନେଲେ, ପୁଣି, ଲୋକମାନେ କହିଲେ, ଏ ଦାଉଦଙ୍କ ଲୁଟଦ୍ରବ୍ୟ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ନିଜ ପଶୁପଲ ଆଗେ ଆଗେ ଯେଉଁ ଅନ୍ୟ ଗୋମେଷାଦି ପଲ ଅଡ଼ାଇ ନେଉଥିଲେ, ଦାଉଦ ସେସବୁ ନେଲେ, ପୁଣି, ଲୋକମାନେ କହିଲେ, ଏ ଦାଉଦଙ୍କ ଲୁଟଦ୍ରବ୍ୟ।