1 Samuel 30:21 — Compare Translations
5 translations compared side by side
Odia - 1840
"ଦାଉଦ ବିଷୋର ନଦୀ ନିକଟରେ ଥିବା 200 ଜଣ ଲୋକଙ୍କ ନିକଟକକ୍ସ୍ଟ ଗଲେ ଓ ରହିଲେ। ଯେଉଁ ଲୋକମାନେ ତାଙ୍କର ଦୁର୍ବଳତା ହତେକ୍ସ୍ଟ ତାଙ୍କ ପେଛ ଆସି ପାରି ନ ଥିଲେ, ସମାନେେ ଦାଉଦ ଓ ତାଙ୍କ ଲୋକମାନଙ୍କୁ ଭୋଟିବାକକ୍ସ୍ଟ ବାହାରି ଆସିଲେ। ଦାଉଦ ସମାନଙ୍କେ ନିକଟକକ୍ସ୍ଟ ୟାଇ ତାଙ୍କର କକ୍ସ୍ଟଶଳବାର୍ତ୍ତା ପଚାରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଅତି କ୍ଳା; ହୋଇ ଦାଉଦଙ୍କର ପଛେ ପଛେ ଯାଇ ନ ପାରିବାରୁ ଯେଉଁ ଦୁଇ ଶହ ଲୋକଙ୍କୁ ସେମାନେ ବିଷୋର ନଦୀ ନିକଟରେ ରଖି ଯାଇଥିଲେ, ଦାଉଦ ସେମାନଙ୍କ ନିକଟକୁ ଗଲେ; ତହୁଁ ସେମାନେ ଦାଉଦଙ୍କୁ ଭେଟିବାକୁ ଓ ତାଙ୍କ ସଙ୍ଗୀ ଲୋକମାନଙ୍କୁ ଭେଟିବାକୁ ବାହାରିଲେ; ପୁଣି ଦାଉଦ ଲୋକମାନଙ୍କ ନିକଟବର୍ତ୍ତୀ ହୋଇ ସେମାନଙ୍କୁ କୁଶଳବାର୍ତ୍ତା ପଚାରିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ଲୋକଙ୍କର ସମାନ ଭାଗ ହେବ ଦାଉଦ ବିଷୋର ନଦୀ ନିକଟରେ ଥିବା 200 ଜଣ ଲୋକଙ୍କ ନିକଟକୁ ଗଲେ ଓ ରହିଲେ। ଯେଉଁ ଲୋକମାନେ ତାଙ୍କର ଦୁର୍ବଳତା ହେତୁ ତାଙ୍କ ପଛେ ଆସି ପାରି ନ ଥିଲେ, ସେମାନେ ଦାଉଦ ଓ ତାଙ୍କ ଲୋକମାନଙ୍କୁ ଭୋଟିବାକୁ ବାହାରି ଆସିଲେ। ଦାଉଦ ସେମାନଙ୍କ ନିକଟକୁ ଯାଇ ତାଙ୍କର କୁଶଳବାର୍ତ୍ତା ପଗ୍ଭରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଅତି କ୍ଳାନ୍ତ ହୋଇ ଦାଉଦଙ୍କର ପଛେ ପଛେ ଯାଇ ନ ପାରିବାରୁ ଯେଉଁ ଦୁଇ ଶହ ଲୋକଙ୍କୁ ସେମାନେ ବିଷୋର ନଦୀ ନିକଟରେ ରଖି ଯାଇଥିଲେ, ଦାଉଦ ସେମାନଙ୍କ ନିକଟକୁ ଗଲେ; ତହୁଁ ସେମାନେ ଦାଉଦଙ୍କୁ ଭେଟିବାକୁ ଓ ତାଙ୍କ ସଙ୍ଗୀ ଲୋକମାନଙ୍କୁ ଭେଟିବାକୁ ବାହାରିଲେ; ପୁଣି, ଦାଉଦ ଲୋକମାନଙ୍କ ନିକଟବର୍ତ୍ତୀ ହୋଇ ସେମାନଙ୍କୁ କୁଶଳବାର୍ତ୍ତା ପଚାରିଲେ।
Odia IRV 2017 (ଓଡିଆ ବାଇବେଲ)