1 Samuel 30:22 — Compare Translations
5 translations compared side by side
Odia - 1840
"କିଛି ଦକ୍ସ୍ଟଷ୍ଟ, ଖଳ ପ୍ରକୃତିର ଲୋକମାନେ ଦାଉଦଙ୍କ ସଙ୍ଗ ରେ ୟାଇଥିଲେ। ସହେି ଖଳ ପ୍ରକୃତିର ଲୋକମାନେ କହିଲେ, ଏହି ଯେଉଁ 200 ଜଣ ଲୋକ ଆମ ସଙ୍ଗେ ୟାଇ ନ ଥିଲେ, ଆମ୍ଭେ ଆଣିଥିବା ଦ୍ରବ୍ଯ ସମାନଙ୍କେୁ ଦବୋ ନାହିଁ। ସମାନଙ୍କେୁ କବଳେ ସମାନଙ୍କେର ପିଲା ଓ ସ୍ତ୍ରୀ ଫରୋଇ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଦାଉଦଙ୍କ ସଙ୍ଗରେ ଯେଉଁମାନେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଦୁଷ୍ଟ ଓ ପାପାଧମ ମନୁଷ୍ୟ ସମସ୍ତେ ଉତ୍ତର ଦେଇ କହିଲେ, ସେମାନେ ଆମ୍ଭ ସଙ୍ଗରେ ଗଲେ ନାହିଁ, ଏଥିପାଇଁ ଆମ୍ଭେମାନେ ପ୍ରାପ୍ତ ଲୁଟଦ୍ରବ୍ୟରୁ ସେମାନଙ୍କୁ କିଛି ଦେବୁ ନାହିଁ, କେବଳ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଭାର୍ଯ୍ୟା ଓ ସନ୍ତାନସନ୍ତତି ଦେବୁ, ସେମାନେ ତାଙ୍କୁ ନେଇ ଚାଲିଯାʼନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
କିଛି ଦୁଷ୍ଟ, ଖଳ ପ୍ରକୃତିର ଲୋକମାନେ ଦାଉଦଙ୍କ ସଙ୍ଗରେ ଯାଇଥିଲେ। ସେହି ଖଳ ପ୍ରକୃତିର ଲୋକମାନେ କହିଲେ, “ଏହି ଯେଉଁ 200 ଜଣ ଲୋକ ଆମ୍ଭ ସଙ୍ଗେ ଯାଇ ନ ଥିଲେ, ଆମ୍ଭେ ଆଣିଥିବା ଦ୍ରବ୍ୟ ସେମାନଙ୍କୁ ଦେବା ନାହିଁ। ସେମାନଙ୍କୁ କେବଳ ସେମାନଙ୍କର ପିଲା ଓ ସ୍ତ୍ରୀ ଫେରାଇ ଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଦାଉଦଙ୍କ ସଙ୍ଗରେ ଯେଉଁମାନେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଦୁଷ୍ଟ ଓ ପାପାଧମ ମନୁଷ୍ୟ ସମସ୍ତେ ଉତ୍ତର ଦେଇ କହିଲେ, “ସେମାନେ ଆମ୍ଭ ସଙ୍ଗରେ ଗଲେ ନାହିଁ, ଏଥିପାଇଁ ଆମ୍ଭେମାନେ ପ୍ରାପ୍ତ ଲୁଟଦ୍ରବ୍ୟରୁ ସେମାନଙ୍କୁ କିଛି ଦେବୁ ନାହିଁ, କେବଳ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଭାର୍ଯ୍ୟା ଓ ସନ୍ତାନସନ୍ତତି ଦେବୁ, ସେମାନେ ତାଙ୍କୁ ନେଇ ଚାଲିଯାଆନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଦାଉଦଙ୍କ ସଙ୍ଗରେ ଯେଉଁମାନେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଦୁଷ୍ଟ ଓ ପାପାଧମ ମନୁଷ୍ୟ ସମସ୍ତେ ଉତ୍ତର ଦେଇ କହିଲେ, ସେମାନେ ଆମ୍ଭ ସଙ୍ଗରେ ଗଲେ ନାହିଁ, ଏଥିପାଇଁ ଆମ୍ଭେମାନେ ପ୍ରାପ୍ତ ଲୁଟ ଦ୍ରବ୍ୟରୁ ସେମାନଙ୍କୁ କିଛି ଦେବୁ ନାହିଁ, କେବଳ ସେମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଭାର୍ଯ୍ୟା ଓ ସନ୍ତାନସନ୍ତତି ଦେବୁ, ସେମାନେ ତାଙ୍କୁ ନେଇ ଚାଲିଯାଆନ୍ତୁ।