1 Samuel 30:23 — Compare Translations

5 translations compared side by side

Odia - 1840
"ଦାଉଦ ଉତ୍ତର ଦେଲେ, ହେ ମାରେ ଭାଇମାନେ ସପରେି କର ନାହିଁ। ସଦାପ୍ରଭୁ ଯାହା ଦେଲେ, ସେ ବିଷଯ ରେ ଭାବ। ସଦାପ୍ରଭୁ ଆମ୍ଭମାନଙ୍କୁ ରକ୍ଷା କରି, ଆମକକ୍ସ୍ଟ ଆକ୍ରମଣ କରୁଥିବା ୈସନ୍ଯମାନଙ୍କୁ ପରାସ୍ତ କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଦାଉଦ ସେମାନଙ୍କୁ କହିଲେ, ହେ ମୋହର ଭ୍ରାତୃଗଣ, ଯେଉଁ ସଦାପ୍ରଭୁ ଆମ୍ଭମାନଙ୍କୁ ରକ୍ଷା କରି ଆମ୍ଭମାନଙ୍କ ପ୍ରତିକୂଳଗାମୀ ସୈନ୍ୟଦଳକୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ, ସେ ଆମ୍ଭମାନଙ୍କୁ ଯାହା ଦେଇଅଛନ୍ତି, ତାହା ନେଇ ତୁମ୍ଭମାନଙ୍କର ଏରୂପ କରିବା ଉଚିତ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଉତ୍ତର ଦେଲେ, “ହେ ମୋର ଭାଇମାନେ, ସେପରି କର ନାହିଁ। ସଦାପ୍ରଭୁ ଯାହା ଦେଲେ, ସେ ବିଷୟରେ ଭାବ। ସଦାପ୍ରଭୁ ଆମ୍ଭମାନଙ୍କୁ ରକ୍ଷା କରି, ଆମ୍ଭକୁ ଆକ୍ରମଣ କରୁଥିବା ସୈନ୍ୟମାନଙ୍କୁ ପରାସ୍ତ କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଦାଉଦ ସେମାନଙ୍କୁ କହିଲେ, “ହେ ମୋହର ଭ୍ରାତୃଗଣ, ଯେଉଁ ସଦାପ୍ରଭୁ ଆମ୍ଭମାନଙ୍କୁ ରକ୍ଷା କରି ଆମ୍ଭମାନଙ୍କ ପ୍ରତିକୂଳଗାମୀ ସୈନ୍ୟଦଳକୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ, ସେ ଆମ୍ଭମାନଙ୍କୁ ଯାହା ଦେଇଅଛନ୍ତି, ତାହା ନେଇ ତୁମ୍ଭମାନଙ୍କର ଏରୂପ କରିବା ଉଚିତ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଦାଉଦ ସେମାନଙ୍କୁ କହିଲେ, ହେ ମୋହର ଭ୍ରାତୃଗଣ, ଯେଉଁ ସଦାପ୍ରଭୁ ଆମ୍ଭମାନଙ୍କୁ ରକ୍ଷା କରି ଆମ୍ଭମାନଙ୍କ ପ୍ରତିକୂଳଗାମୀ ସୈନ୍ୟଦଳକୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ, ସେ ଆମ୍ଭମାନଙ୍କୁ ଯାହା ଦେଇଅଛନ୍ତି, ତାହା ନେଇ ତୁମ୍ଭମାନଙ୍କର ଏରୂପ କରିବା ଉଚିତ ନୁହେଁ।