1 Samuel 30:24 — Compare Translations
5 translations compared side by side
Odia - 1840
"ତୁମ୍ଭମାନଙ୍କର କଥା କିଏ ଶକ୍ସ୍ଟଣିବ? ସମସ୍ତେ ଯୁଦ୍ଧରୁ ଆଣିଥିବା ସାମଗ୍ରି ରେ ୟିଏ ୟକ୍ସ୍ଟଦ୍ଧକକ୍ସ୍ଟ ୟାଇଥିଲା ସେ ମଧ୍ଯ ଓ ୟିଏ ଭଣ୍ତାରର ଦାଯିତ୍ବ ରେ ଥିଲା ସେ ମଧ୍ଯ ସମାନ ଭାଗ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଏ ବିଷୟରେ ତୁମ୍ଭମାନଙ୍କର କଥା କିଏ ଶୁଣିବ? କାରଣ ଯୁଦ୍ଧକୁ ଗମନକାରୀ ଲୋକ ଯେପରି ଆପଣା ଅଂଶ ପାଇବ, ସାମଗ୍ରୀ ନିକଟରେ ରହିବା ଲୋକ ସେପରି ଅଂଶ ପାଇବ, ସେମାନେ ସମାନ ଅଂଶ ପାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କର କଥା କିଏ ଶୁଣିବ? ସମସ୍ତେ ଯୁଦ୍ଧରୁ ଆଣିଥିବା ସାମଗ୍ରୀରେ ଯିଏ ଯୁଦ୍ଧକୁ ଯାଇଥିଲା ସେ ମଧ୍ୟ ଓ ଯିଏ ଭଣ୍ତାରର ଦାୟିତ୍ୱରେ ଥିଲା ସେ ମଧ୍ୟ ସମାନ ଭାଗ ପାଇବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏ ବିଷୟରେ ତୁମ୍ଭମାନଙ୍କର କଥା କିଏ ଶୁଣିବ? କାରଣ ଯୁଦ୍ଧକୁ ଗମନକାରୀ ଲୋକ ଯେପରି ଆପଣା ଅଂଶ ପାଇବ, ସାମଗ୍ରୀ ନିକଟରେ ରହିବା ଲୋକ ସେପରି ଅଂଶ ପାଇବ, ସେମାନେ ସମାନ ଅଂଶ ପାଇବେ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏ ବିଷୟରେ ତୁମ୍ଭମାନଙ୍କର କଥା କିଏ ଶୁଣିବ? କାରଣ ଯୁଦ୍ଧକୁ ଗମନକାରୀ ଲୋକ ଯେପରି ଆପଣା ଅଂଶ ପାଇବ, ସାମଗ୍ରୀ ନିକଟରେ ରହିବା ଲୋକ ସେପରି ଅଂଶ ପାଇବ, ସେମାନେ ସମାନ ଅଂଶ ପାଇବେ।