1 Samuel 30:25 — Compare Translations

5 translations compared side by side

Odia - 1840
"ଦାଉଦ ସହେିଦିନଠାରକ୍ସ୍ଟ ଏହି ନିଯମ ପ୍ରଚଳନ କଲେ। ଯାହା ଆଜି ପର୍ୟ୍ଯନ୍ତ ଇଶ୍ରାୟେଲ ରେ ଚଳକ୍ସ୍ଟଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦାଉଦ ସେହି ଦିନାବଧି ଇସ୍ରାଏଲ ନିମନ୍ତେ ଏହି ବିଧି ଓ ଶାସନ ସ୍ଥିର କଲେ, ତାହା ଆଜି ପର୍ଯ୍ୟନ୍ତ ଚଳୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ସେହି ଦିନଠାରୁ ଏହି ନିୟମ ପ୍ରଚଳନ କଲେ। ଯାହା ଆଜି ପର୍ଯ୍ୟନ୍ତ ଇସ୍ରାଏଲରେ ଚଳୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦାଉଦ ସେହି ଦିନାବଧି ଇସ୍ରାଏଲ ନିମନ୍ତେ ଏହି ବିଧି ଓ ଶାସନ ସ୍ଥିର କଲେ, ତାହା ଆଜି ପର୍ଯ୍ୟନ୍ତ ଚଳୁଅଛି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦାଉଦ ସେହି ଦିନାବଧି ଇସ୍ରାଏଲ ନିମନ୍ତେ ଏହି ବିଧି ଓ ଶାସନ ସ୍ଥିର କଲେ, ତାହା ଆଜି ପର୍ଯ୍ୟନ୍ତ ଚଳୁଅଛି।