1 Samuel 30:3 — Compare Translations
5 translations compared side by side
Odia - 1840
"ଯେତବେେଳେ ଦାଉଦ ଓ ତା'ର ଲୋକମାନେ ସିକ୍ଲଗ୍କକ୍ସ୍ଟ ଆସିଲେ। ସମାନେେ ଦେଖିବାକକ୍ସ୍ଟ ପାଇଲେ, ସହର ଜଳକ୍ସ୍ଟଅଛି। ସମାନଙ୍କେର ସ୍ତ୍ରୀ, ପିଲା, ଭଉଣୀ, ଝିଅ, ସମସ୍ତଙ୍କକ୍ସ୍ଟ ବନ୍ଦୀକରି ନଇୟୋଇଛନ୍ତି। ଅମାଲକେୀଯମାନେ ସମାନଙ୍କେୁ ନଇେ ୟାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦାଉଦ ଓ ତାଙ୍କର ଲୋକମାନେ ନଗରରେ ଉପସ୍ଥିତ ହୁଅନ୍ତେ, ଦେଖ, ନଗର ଅଗ୍ନିରେ ଦଗ୍ଧ ଓ ସେମାନଙ୍କ ଭାର୍ଯ୍ୟା, ପୁତ୍ର ଓ କନ୍ୟାଗଣ ବନ୍ଦୀ ରୂପେ ନୀତ ହୋଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଦାଉଦ ଓ ତା’ର ଲୋକମାନେ ସିକ୍ଳଗ୍କୁ ଆସିଲେ। ସେମାନେ ଦେଖିବାକୁ ପାଇଲେ, ସହର ଜଳୁଅଛି। ସେମାନଙ୍କର ସ୍ତ୍ରୀ, ପିଲା, ଭଉଣୀ, ଝିଅ, ସମସ୍ତଙ୍କୁ ବନ୍ଦୀ କରି ନେଇ ଯାଇଛନ୍ତି। ଅମାଲେକୀୟମାନେ ସେମାନଙ୍କୁ ନେଇ ଯାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦାଉଦ ଓ ତାଙ୍କର ଲୋକମାନେ ନଗରରେ ଉପସ୍ଥିତ ହୁଅନ୍ତେ, ଦେଖ, ନଗର ଅଗ୍ନିରେ ଦଗ୍ଧ ଓ ସେମାନଙ୍କ ଭାର୍ଯ୍ୟା, ପୁତ୍ର ଓ କନ୍ୟାଗଣ ବନ୍ଦୀ ରୂପେ ନୀତ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦାଉଦ ଓ ତାଙ୍କର ଲୋକମାନେ ନଗରରେ ଉପସ୍ଥିତ ହୁଅନ୍ତେ, ଦେଖ, ନଗର ଅଗ୍ନିରେ ଦଗ୍ଧ ଓ ସେମାନଙ୍କ ଭାର୍ଯ୍ୟା, ପୁତ୍ର ଓ କନ୍ୟାଗଣ ବନ୍ଦୀ ରୂପେ ନୀତ ହୋଇଅଛନ୍ତି।