1 Samuel 30:31 — Compare Translations
5 translations compared side by side
Odia - 1840
"ଓ ହିବ୍ରୋଣକକ୍ସ୍ଟ ଦାଉଦ ଆଣିଥିବା ଦ୍ରବ୍ଯ ଏହି ନେତାମାନଙ୍କ ନିକଟକକ୍ସ୍ଟ ପଠାଇଲେ। ଏବଂ ଅନ୍ୟ ସ୍ଥାନ ନିକଟକକ୍ସ୍ଟ ପଠାଇଲେ। ଯେଉଁଠା ରେ ଦାଉଦ ଓ ତାଙ୍କର ଲୋକମାନେ ଗମନାଗମନ ହେଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମସ୍ତ ସ୍ଥାନସ୍ଥିତ ଆପଣା ମିତ୍ର ଯିହୁଦାର ପ୍ରାଚୀନବର୍ଗଙ୍କ ନିକଟକୁ ଲୁଟିତ ଦ୍ରବ୍ୟରୁ କିଛି କିଛି ପଠାଇ କହିଲେ, ଦେଖ, ସଦାପ୍ରଭୁଙ୍କ ଶତ୍ରୁମାନଙ୍କଠାରୁ ଲୁଟିତ ଦ୍ରବ୍ୟ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ଏହି ଭେଟୀ ।
Odia Bible ERV 2004 (ପବିତ୍ର ବାଇବଲ)
ଓ ହିବ୍ରୋଣକୁ ଦାଉଦ ଆଣିଥିବା ଦ୍ରବ୍ୟ ଏହି ନେତାମାନଙ୍କ ନିକଟକୁ ପଠାଇଲେ। ଏବଂ ଅନ୍ୟ ସ୍ଥାନ ନିକଟକୁ ପଠାଇଲେ। ଯେଉଁଠାରେ ଦାଉଦ ଓ ତାଙ୍କର ଲୋକମାନେ ଗମନାଗମନ ହେଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମସ୍ତ ସ୍ଥାନସ୍ଥିତ ଆପଣା ମିତ୍ର ଯିହୁଦାର ପ୍ରାଚୀନବର୍ଗଙ୍କ ନିକଟକୁ ଲୁଟିତ ଦ୍ରବ୍ୟରୁ କିଛି କିଛି ପଠାଇ କହିଲେ, “ଦେଖ, ସଦାପ୍ରଭୁଙ୍କ ଶତ୍ରୁମାନଙ୍କଠାରୁ ଲୁଟିତ ଦ୍ରବ୍ୟ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ଏହି ଭେଟି।”
Odia IRV 2017 (ଓଡିଆ ବାଇବେଲ)
ସେହି ସମସ୍ତ ସ୍ଥାନସ୍ଥିତ ଆପଣା ମିତ୍ର ଯିହୁଦାର ପ୍ରାଚୀନବର୍ଗଙ୍କ ନିକଟକୁ ଲୁଟିତ ଦ୍ରବ୍ୟରୁ କିଛି କିଛି ପଠାଇ କହିଲେ, ଦେଖ, ସଦାପ୍ରଭୁଙ୍କ ଶତ୍ରୁମାନଙ୍କଠାରୁ ଲୁଟିତ ଦ୍ରବ୍ୟ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ଏହି ଭେଟୀ।