1 Samuel 30:4 — Compare Translations
5 translations compared side by side
Odia - 1840
"ଦାଉଦ ଏବଂ ତାଙ୍କର ଅନ୍ୟ ଯେଉଁ ଲୋକମାନେ ତାଙ୍କର ସୈନିକ ଥିଲେ, ସମସ୍ତେ କ୍ରନ୍ଦନ କରିବାକୁ ଲାଗିଲେ। ସମାନେେ ଏତେ କାନ୍ଦିଲେ ଯେ, ଆଉ କାନ୍ଦିବାକକ୍ସ୍ଟ ଦୁର୍ବଳ ହାଇେ ପଡିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନେ ଆପଣା ଆପଣା ରବ ଉଠାଇ ରୋଦନ କଲେ, ଏପରି କି ଆଉ ରୋଦନ କରିବାକୁ ସେମାନଙ୍କଠାରେ କିଛି ବଳ ରହିଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଏବଂ ତାଙ୍କର ଅନ୍ୟ ଯେଉଁ ଲୋକମାନେ ତାଙ୍କର ସୈନିକ ଥିଲେ, ସମସ୍ତେ କ୍ରନ୍ଦନ କରିବାକୁ ଲାଗିଲେ। ସେମାନେ ଏତେ କାନ୍ଦିଲେ ଯେ, ଆଉ କାନ୍ଦିବାକୁ ଦୁର୍ବଳ ହୋଇ ପଡ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନେ ଆପଣା ଆପଣା ରବ ଉଠାଇ ରୋଦନ କଲେ, ଏପରି କି ଆଉ ରୋଦନ କରିବାକୁ ସେମାନଙ୍କଠାରେ କିଛି ବଳ ରହିଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଲୋକମାନେ ଆପଣା ଆପଣା ରବ ଉଠାଇ ରୋଦନ କଲେ, ଏପରି କି ଆଉ ରୋଦନ କରିବାକୁ ସେମାନଙ୍କଠାରେ କିଛି ବଳ ରହିଲା ନାହିଁ।