1 Samuel 30:5 — Compare Translations

5 translations compared side by side

Odia - 1840
"ଅମାଲକେୀଯମାନେ ମଧ୍ଯ ଦାଉଦଙ୍କର ଦକ୍ସ୍ଟଇ ସ୍ତ୍ରୀକକ୍ସ୍ଟ ନଇେ ୟାଇଅଛନ୍ତି। ଅହୀନମ୍ ୟିଷ୍ରିଯଲେୀଯା ଓ କର୍ମିଲୀଯ ନାବଲର ସ୍ତ୍ରୀ ଅବୀଗଲ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯିଷ୍ରିୟେଲୀୟା ଅହୀନୋୟମ୍ ଓ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲ ନାମ୍ନୀ ଦାଉଦଙ୍କର ଦୁଇ ଭାର୍ଯ୍ୟା ବନ୍ଦୀ ହୋଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅମାଲେକୀୟମାନେ ମଧ୍ୟ ଦାଉଦଙ୍କର ଦୁଇ ସ୍ତ୍ରୀକୁ ନେଇ ଯାଇଅଛନ୍ତି। ଅହୀନମ୍ ଯିଷ୍ରିୟେଲୀୟା ଓ କର୍ମିଲୀୟ ନାବଲର ସ୍ତ୍ରୀ ଅବୀଗଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯିଷ୍ରିୟେଲୀୟା ଅହୀନୋୟମ୍‍ ଓ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲ ନାମ୍ନୀ ଦାଉଦଙ୍କର ଦୁଇ ଭାର୍ଯ୍ୟା ବନ୍ଦୀ ହୋଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯିଷ୍ରିୟେଲୀୟା ଅହୀନୋୟମ୍‍ ଓ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲ ନାମ୍ନୀ ଦାଉଦଙ୍କର ଦୁଇ ଭାର୍ଯ୍ୟା ବନ୍ଦୀ ହୋଇଥିଲେ।