1 Samuel 30:6 — Compare Translations

5 translations compared side by side

Odia - 1840
"ଯେତେ ଲୋକ ସେ ସୈନ୍ଯ ଦଳ ରେ ଥିଲେ ସମସ୍ତେ ଦକ୍ସ୍ଟଃଖ ଓ କୋର୍ଧି ଥିଲେ, କାରଣ ସମାନଙ୍କେର ପିଲାମାନେ ବନ୍ଦୀ ହାଇେ ୟାଇଥିଲେ। ଲୋକମାନେ ଦାଉଦକକ୍ସ୍ଟ ପଥର ରେ ମାରିବାକକ୍ସ୍ଟ କଥାବାର୍ତ୍ତା ହେଉଥିଲେ। କିନ୍ତୁ ଦାଉଦ ନିଜକକ୍ସ୍ଟ ସଦାପ୍ରଭୁ ତାଙ୍କ ପରମେଶ୍ବରଙ୍କଠା ରେ ସବଳ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଦାଉଦ ଅତିଶୟ ଉଦ୍ବିଗ୍ନ ହେଲେ; କାରଣ ପ୍ରତ୍ୟେକ ଲୋକର ମନ ଆପଣା ଆପଣା ପୁତ୍ରକନ୍ୟା ସକାଶୁ ବିରକ୍ତ ହେବାରୁ ଲୋକମାନେ ତାଙ୍କୁ ପଥରରେ ମାରିବାକୁ କହିଲେ; ମାତ୍ର ଦାଉଦ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ-ଠାରେ ଆପଣାକୁ ସବଳ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେ ଲୋକ ସେ ସୈନ୍ୟଦଳରେ ଥିଲେ ସମସ୍ତେ ଦୁଃଖ ଓ କ୍ରୋଧି ଥିଲେ, କାରଣ ସେମାନଙ୍କର ପିଲାମାନେ ବନ୍ଦୀ ହୋଇ ଯାଇଥିଲେ। ଲୋକମାନେ ଦାଉଦକୁ ପଥରରେ ମାରିବାକୁ କଥାବାର୍ତ୍ତା ହେଉଥିଲେ। କିନ୍ତୁ ଦାଉଦ ନିଜକୁ ସଦାପ୍ରଭୁ ତାଙ୍କ ପରମେଶ୍ୱରଙ୍କଠାରେ ସବଳ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଦାଉଦ ଅତିଶୟ ଉଦ୍‍ବିଗ୍ନ ହେଲେ; କାରଣ ପ୍ରତ୍ୟେକ ଲୋକର ମନ ଆପଣା ଆପଣା ପୁତ୍ରକନ୍ୟା ସକାଶୁ ବିରକ୍ତ ହେବାରୁ ଲୋକମାନେ ତାଙ୍କୁ ପଥରରେ ମାରିବାକୁ କହିଲେ; ମାତ୍ର, ଦାଉଦ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କଠାରେ ଆପଣାକୁ ସବଳ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଦାଉଦ ଅତିଶୟ ଉଦ୍‍ବିଗ୍ନ ହେଲେ; କାରଣ ପ୍ରତ୍ୟେକ ଲୋକର ମନ ଆପଣା ଆପଣା ପୁତ୍ରକନ୍ୟା ସକାଶୁ ବିରକ୍ତ ହେବାରୁ ଲୋକମାନେ ତାଙ୍କୁ ପଥରରେ ମାରିବାକୁ କହିଲେ; ମାତ୍ର, ଦାଉଦ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କଠାରେ ଆପଣାକୁ ସବଳ କଲେ।