1 Samuel 30:7 — Compare Translations
5 translations compared side by side
Odia - 1840
"ଦାଉଦ ଅହୀମଲକରେ ପକ୍ସ୍ଟତ୍ର ଅବିଯାଥର ଯାଜକକକ୍ସ୍ଟ କହିଲେ, ମାେ ପାଖକକ୍ସ୍ଟ ଏଫୋଦ ଆଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଦାଉଦ ଅହୀମେଲକ୍ର ପୁତ୍ର ଅବୀୟାଥର ଯାଜକକୁ କହିଲେ, ମୋʼ କତିକି ୟଟିକିଏ ଏଫୋଦ ଆଣିଲ । ତହିଁରେ ଅବୀୟାଥର ଦାଉଦଙ୍କ ନିକଟକୁ ଏଫୋଦ ଆଣିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଅହୀମେଲକର ପୁତ୍ର ଅବିୟାଥର ଯାଜକକୁ କହିଲେ, ମୋ’ ପାଖକୁ “ଏଫୋଦ ଆଣ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଦାଉଦ ଅହୀମେଲକ୍ର ପୁତ୍ର ଅବୀୟାଥର ଯାଜକକୁ କହିଲେ, “ମୋʼ କତିକି ଟିକିଏ ଏଫୋଦ ଆଣିଲ।” ତହିଁରେ ଅବୀୟାଥର ଦାଉଦଙ୍କ ନିକଟକୁ ଏଫୋଦ ଆଣିଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଦାଉଦ ଅହୀମେଲକ୍ର ପୁତ୍ର ଅବୀୟାଥର ଯାଜକକୁ କହିଲେ, ମୋ’ କତିକି ଟିକିଏ ଏଫୋଦ ଆଣିଲ। ତହିଁରେ ଅବୀୟାଥର ଦାଉଦଙ୍କ ନିକଟକୁ ଏଫୋଦ ଆଣିଲା।