1 Samuel 30:8 — Compare Translations

5 translations compared side by side

Odia - 1840
"ତା'ପରେ ଦାଉଦ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, ମୁ ଏହି ସୈନ୍ଯଦଳ ପେଛ ପେଛ ଗୋଡ଼ାଇଲେ, ମୁ ସମାନଙ୍କେୁ ଧରି ପାରିବି କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଦାଉଦ ସଦାପ୍ରଭୁଙ୍କ ନିକଟରେ ପଚାରି କହିଲେ, ମୁଁ ଏହି ସୈନ୍ୟଦଳର ପଛେ ପଛେ ଗୋଡ଼ାଇଲେ କି ସେମାନଙ୍କର ସଙ୍ଗ ଧରି ପାରିବି? ତହିଁରେ ସେ ତାଙ୍କୁ କହିଲେ, ପଛେ ପଛେ ଯାଅ; କାରଣ ତୁମ୍ଭେ ନିଶ୍ଚୟ ସେମାନଙ୍କର ସଙ୍ଗ ଧରିବ ଓ ବିଫଳ ନୋହି ସମସ୍ତଙ୍କୁ ଉଦ୍ଧାର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଦାଉଦ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ମୁଁ ଏହି ସୈନ୍ୟଦଳ ପଛେ ପଛେ ଗୋଡ଼ାଇଲେ, ମୁଁ ସେମାନଙ୍କୁ ଧରି ପାରିବି କି?” ସଦାପ୍ରଭୁ ଉତ୍ତର ଦେଲେ, “ତାଙ୍କ ପଛେ ଗୋଡ଼ାଅ। ତୁମ୍ଭେ ତାଙ୍କୁ ଧରି ପାରିବ। ତୁମ୍ଭେ ତୁମ୍ଭର ପରିବାରକୁ ତାଙ୍କ ନିକଟରୁ ଉଦ୍ଧାର କରି ପାରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଦାଉଦ ସଦାପ୍ରଭୁଙ୍କ ନିକଟରେ ପଚାରି କହିଲେ, “ମୁଁ ଏହି ସୈନ୍ୟଦଳର ପଛେ ପଛେ ଗୋଡ଼ାଇଲେ କି ସେମାନଙ୍କର ସଙ୍ଗ ଧରି ପାରିବି?” ତହିଁରେ ସେ ତାଙ୍କୁ କହିଲେ, “ପଛେ ପଛେ ଯାଅ; କାରଣ ତୁମ୍ଭେ ନିଶ୍ଚୟ ସେମାନଙ୍କର ସଙ୍ଗ ଧରିବ ଓ ବିଫଳ ନ ହୋଇ ସମସ୍ତଙ୍କୁ ଉଦ୍ଧାର କରିବ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଦାଉଦ ସଦାପ୍ରଭୁଙ୍କ ନିକଟରେ ପଚାରି କହିଲେ, ମୁଁ ଏହି ସୈନ୍ୟଦଳର ପଛେ ପଛେ ଗୋଡ଼ାଇଲେ କି ସେମାନଙ୍କର ସଙ୍ଗ ଧରି ପାରିବି? ତହିଁରେ ସେ ତାଙ୍କୁ କହିଲେ, ପଛେ ପଛେ ଯାଅ; କାରଣ ତୁମ୍ଭେ ନିଶ୍ଚୟ ସେମାନଙ୍କର ସଙ୍ଗ ଧରିବ ଓ ବିଫଳ ନୋହି ସମସ୍ତଙ୍କୁ ଉଦ୍ଧାର କରିବ।