1 Samuel 30:9 — Compare Translations

5 translations compared side by side

Odia - 1840
"ଦାଉଦ ଓ ତାଙ୍କର 600 ଲୋକମାନଙ୍କୁ ନଇେ ବିଷୋର ନଦୀ ନିକଟରେ ପହନ୍ଚିଲେ। ସଠାେରେ 200 ଲୋକ ରହିଲେ, କାରଣ ସମାନେେ ସଠାେରେ ଅତ୍ଯନ୍ତ କ୍ଲାନ୍ତ ଓ ଦୁର୍ବଳ ହାଇେ ପଡିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଛଅ ଶହ ଲୋକ ଯାଇ ବିଷୋର ନଦୀ ନିକଟରେ ଉପସ୍ଥିତ ହେଲେ, ସେଠାରେ ପଶ୍ଚାତ୍ ପରିତ୍ୟକ୍ତ ଲୋକମାନେ ରହିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଓ ତାଙ୍କ ଲୋକମାନେ ଜଣେ ମିଶରୀୟ ଦାସକୁ ପାଇଲେ ଦାଉଦ ଓ ତାଙ୍କର 600 ଲୋକମାନଙ୍କୁ ନେଇ ବିଷୋର ନଦୀ ନିକଟରେ ପହଞ୍ଚିଲେ। ସେଠାରେ 200 ଲୋକ ରହିଲେ, କାରଣ ସେମାନେ ସେଠାରେ ଅତ୍ୟନ୍ତ କ୍ଳାନ୍ତ ଓ ଦୁର୍ବଳ ହୋଇ ପଡ଼ିଥିଲେ। ତେଣୁ ଦାଉଦ ତାଙ୍କର ଅନ୍ୟ 400 ଜଣ ଲୋକମାନଙ୍କୁ ନେଇ ଅମାଲେକୀୟମାନଙ୍କ ପଛରେ ଗୋଡ଼ାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଛଅ ଶହ ଲୋକ ଯାଇ ବିଷୋର ନଦୀ ନିକଟରେ ଉପସ୍ଥିତ ହେଲେ, ସେଠାରେ ପଶ୍ଚାତ୍‍ ପରିତ୍ୟକ୍ତ ଲୋକମାନେ ରହିଗଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଦାଉଦ ଓ ତାଙ୍କର ସଙ୍ଗୀ ଛଅ ଶହ ଲୋକ ଯାଇ ବିଷୋର ନଦୀ ନିକଟରେ ଉପସ୍ଥିତ ହେଲେ, ସେଠାରେ ପଶ୍ଚାତ୍‍ ପରିତ୍ୟକ୍ତ ଲୋକମାନେ ରହିଗଲେ।