1 Samuel 31:1 — Compare Translations
5 translations compared side by side
Odia - 1840
"ପଲେଷ୍ଟୀୟମାନେ ଇଶ୍ରାୟେଲ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କଲେ ଏବଂ ଇଶ୍ରାୟେଲୀୟମାନେ ଭୟ ରେ ସଠାେରକ୍ସ୍ଟ ଦୌଡି ପଳାଯନ କଲେ। ଗିଲବୋଯ ପର୍ବତ ଉପରେ ବହକ୍ସ୍ଟତ ଇଶ୍ରାୟେଲୀୟମାନଙ୍କୁ ମାରି ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍ବୋୟ ପର୍ବତରେ ହତ ହୋଇ ପଡ଼ିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲଙ୍କର ମୃତ୍ୟୁ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ ଏବଂ ଇସ୍ରାଏଲୀୟମାନେ ଭୟରେ ସେଠାରୁ ଦୌଡ଼ି ପଳାୟନ କଲେ। ଗିଲ୍ବୋୟ ପର୍ବତ ଉପରେ ବହୁତ ଇସ୍ରାଏଲୀୟମାନଙ୍କୁ ମାରି ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍ବୋୟ ପର୍ବତରେ ହତ ହୋଇ ପଡ଼ିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥି ମଧ୍ୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ଇସ୍ରାଏଲ ଲୋକମାନେ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇ ଗିଲ୍ବୋୟ ପର୍ବତରେ ହତ ହୋଇ ପଡ଼ିଲେ।