1 Samuel 31:10 — Compare Translations
5 translations compared side by side
Odia - 1840
"ପଲେଷ୍ଟୀୟମାନେ ଶାଉଲଙ୍କର କବଚ ସାଞ୍ଜକ୍ସ୍ଟଆ ଇତ୍ଯାଦିକକ୍ସ୍ଟ ଆଷ୍ଟାରୋତ୍ ଦବେୀଙ୍କ ମନ୍ଦିର ରେ ରଖିଲେ। ପଲେଷ୍ଟୀୟମାନେ ମଧ୍ଯ ଶାଉଲଙ୍କ ଶରୀରକକ୍ସ୍ଟ ବୈଥ୍ଶାନ୍ କାନ୍ଥ ରେ ଟାଙ୍ଗି ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ତାଙ୍କର ସଜ୍ଜା ଅଷ୍ଟାରୋତ୍ ଦେବୀ ଗୃହରେ ରଖିଲେ ଓ ତାଙ୍କର ଶରୀରକୁ ବୈଥ୍ଶାନ ପ୍ରାଚୀରରେ ଟାଙ୍ଗି ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପଲେଷ୍ଟୀୟମାନେ ଶାଉଲଙ୍କର କବଚ ସାଞ୍ଜୁଆ ଇତ୍ୟାଦିକୁ ଆଷ୍ଟାରୋତ୍ ଦେବୀଙ୍କ ମନ୍ଦିରରେ ରଖିଲେ। ପଲେଷ୍ଟୀୟମାନେ ମଧ୍ୟ ଶାଉଲଙ୍କ ଶରୀରକୁ ବୈଥ୍ଶାନ୍ କାନ୍ଥରେ ଟାଙ୍ଗି ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ତାଙ୍କର ସଜ୍ଜା ଅଷ୍ଟାରୋତ୍ ଦେବୀ ଗୃହରେ ରଖିଲେ ଓ ତାଙ୍କର ଶରୀରକୁ ବେଥ୍-ଶାନ ପ୍ରାଚୀରରେ ଟାଙ୍ଗି ଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ତାଙ୍କର ସଜ୍ଜା ଅଷ୍ଟାରୋତ୍ ଦେବୀ ଗୃହରେ ରଖିଲେ ଓ ତାଙ୍କର ଶରୀରକୁ ବେଥ୍-ଶାନ ପ୍ରାଚୀରରେ ଟାଙ୍ଗି ଦେଲେ।