1 Samuel 31:11 — Compare Translations
5 translations compared side by side
Odia - 1840
"ୟାବେଶ-ଗିଲିଯଦ ନିବାସୀମାନେ, ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ କର୍ମର ସମ୍ବାଦ ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଯାବେଶ୍-ଗିଲୀୟଦ ନିବାସୀମାନେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ କର୍ମର ସମ୍ଵାଦ ପାଆନ୍ତେ,
Odia Bible ERV 2004 (ପବିତ୍ର ବାଇବଲ)
ଯାବେଶ୍-ଗିଲିୟଦ ନିବାସୀମାନେ, ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ କର୍ମର ସମ୍ବାଦ ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଯାବେଶ-ଗିଲୀୟଦ ନିବାସୀମାନେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ କର୍ମର ସମ୍ବାଦ ପାଆନ୍ତେ,
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଯାବେଶ-ଗିଲୀୟଦ ନିବାସୀମାନେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ କର୍ମର ସମ୍ବାଦ ପାଆନ୍ତେ,