1 Samuel 31:13 — Compare Translations
5 translations compared side by side
Odia - 1840
"ତା'ପରେ ସହେି ଲୋକମାନେ ଶାଉଲ ଓ ତାଙ୍କର ପକ୍ସ୍ଟତ୍ରମାନଙ୍କର ଅସ୍ଥି ସଂଗ୍ରହ କରିଆଣି ୟାବେଶଠା ରେ ଥିବା ଏକ ଝାଉଁ ବୃକ୍ଷ ତଳେ ତାହାକକ୍ସ୍ଟ ସମାଧି ଦେଲେ। ତା'ପରେ ୟାବେଶର ଲୋକମାନେ ଶୋକ ସନ୍ତାଲ୍ଗ ଭାବରେ ଦକ୍ସ୍ଟଃଖ ରେ ଶାେକ ପାଳନ ନିମନ୍ତେ ସାତଦିନ ବିନା ଆହାର ରେ ଶୋକ ପାଳନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ସେମାନଙ୍କର ଅସ୍ଥି ନେଇ ଯାବେଶସ୍ଥ ଝାଉଁବୃକ୍ଷ ତଳେ ପୋତି ରଖିଲେ ଓ ସାତ ଦିନ ଉପବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେହି ଲୋକମାନେ ଶାଉଲ ଓ ତାଙ୍କର ପୁତ୍ରମାନଙ୍କର ଅସ୍ଥି ସଂଗ୍ରହ କରି ଆଣି ଯାବେଶ୍ଠାରେ ଥିବା ଏକ ଝାଉଁ ବୃକ୍ଷ ତଳେ ତାହାକୁ ସମାଧି ଦେଲେ। ତା’ପରେ ଯାବେଶ୍ର ଲୋକମାନେ ଶୋକ ସନ୍ତାପ୍ତ ଭାବରେ ଦୁଃଖରେ ଶୋକ ପାଳନ ନିମନ୍ତେ ସାତ ଦିନ ବିନା ଆହାରରେ ଶୋକ ପାଳନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ସେମାନଙ୍କର ଅସ୍ଥି ନେଇ ଯାବେଶସ୍ଥ ଝାଉଁ ବୃକ୍ଷ ତଳେ ପୋତି ରଖିଲେ ଓ ସାତ ଦିନ ଉପବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ସେମାନଙ୍କର ଅସ୍ଥି ନେଇ ଯାବେଶସ୍ଥ ଝାଉଁ ବୃକ୍ଷ ତଳେ ପୋତି ରଖିଲେ ଓ ସାତ ଦିନ ଉପବାସ କଲେ।