1 Samuel 31:2 — Compare Translations

5 translations compared side by side

Odia - 1840
"ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କର ପକ୍ସ୍ଟତ୍ର ବିରକ୍ସ୍ଟଦ୍ଧ ରେ ଭୟଙ୍କର ୟକ୍ସ୍ଟଦ୍ଧ କଲେ। ପଲେଷ୍ଟୀୟମାନେ ଶାଉଲର ପକ୍ସ୍ଟତ୍ର ଯୋନାଥନ, ଅବୀନାଦବ ଏବଂ ମଲକୀଶୂଯଙ୍କକ୍ସ୍ଟ ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କର ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ ଓ ଅବୀନାଦବକୁ ଓ ମଲ୍‍କୀଶୂୟକୁ ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କର ପୁତ୍ର ବିରୁଦ୍ଧରେ ଭୟଙ୍କର ଯୁଦ୍ଧ କଲେ। ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନ, ଅବୀନାଦବ ଏବଂ ମଲକୀଶୂୟଙ୍କୁ ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କର ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ ଓ ଅବୀନାଦବକୁ ଓ ମଲ୍‍କୀଶୂୟକୁ ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କର ପୁତ୍ରମାନଙ୍କ ପଛେ ପଛେ ଲାଗି ଗୋଡ଼ାଇଲେ ଓ ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନକୁ ଓ ଅବୀନାଦବକୁ ଓ ମଲ୍‍କୀଶୂୟକୁ ବଧ କଲେ।