1 Samuel 31:3 — Compare Translations
5 translations compared side by side
Odia - 1840
"ୟକ୍ସ୍ଟଦ୍ଧ ଭୟଙ୍କର ରୂପ ଧାରଣ କଲା, ଶାଉଲଙ୍କ ବିରକ୍ସ୍ଟଦ୍ଧ ରେ ଧନକ୍ସ୍ଟର୍ଦ୍ଧାରିମାନେ ଅତି ଦୈନ୍ଯ ଭାବେ ତୀରମାରି ଶାଉଲକକ୍ସ୍ଟ ଆଘାତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଶାଉଲଙ୍କ ସଙ୍ଗରେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ଅତିଶୟ ଆହତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୁଦ୍ଧ ଭୟଙ୍କର ରୂପ ଧାରଣ କଲା, ଶାଉଲଙ୍କ ବିରୁଦ୍ଧରେ ଧନୁର୍ଦ୍ଧାରିମାନେ ଅତି ଦୟନୀୟ ଭାବେ ତୀରମାରି ଶାଉଲକୁ ଆଘାତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଶାଉଲଙ୍କ ସଙ୍ଗରେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ଅତିଶୟ ଆହତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଶାଉଲଙ୍କ ସଙ୍ଗରେ ଭାରୀ ଯୁଦ୍ଧ ହେଲା ଓ ଧନୁର୍ଦ୍ଧରମାନେ ତାଙ୍କୁ ଧରିଲେ; ଆଉ ଧନୁର୍ଦ୍ଧରମାନଙ୍କ ସକାଶୁ ସେ ଅତିଶୟ ଆହତ ହେଲେ।