1 Samuel 31:4 — Compare Translations

5 translations compared side by side

Odia - 1840
"ଶାଉଲ ତାଙ୍କର ଅସ୍ତ୍ରବାହକଙ୍କକ୍ସ୍ଟ କହିଲେ, ତୁମ୍ଭର ଖଣ୍ତା ବାହାର କରି ତୁମ୍ଭର ଖଣ୍ତା ରେ ମାେତେ ହତ୍ଯା କର। ତା ହେଲେ ଅସକ୍ସ୍ଟନ୍ନତ ଲୋକମାନେ ଆସି ମାେତେ ଗାଳି ଦବେେ ନାହିଁ କିମ୍ବା ହତ୍ଯା କରିପାରିବେ ନାହିଁ। କିନ୍ତୁ ଶାଉଲର ଅସ୍ତ୍ରବାହକ ଦାସ ବହକ୍ସ୍ଟତ ଭୟଭିତ ହାଇଗେଲା ଏବଂ ଶାଉଲଙ୍କକ୍ସ୍ଟ ହତ୍ଯା କରିବାକୁ ମନା କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, ତୁମ୍ଭ ଖଡ଼୍‍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ; କେଜାଣି ଏହି ଅସୁନ୍ନତମାନେ ଆସି ମୋତେ ଭୁସି ପକାଇ କୌତୁକ କରିବେ । ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ । ଏହେତୁ ଶାଉଲ ଖଡ଼୍‍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାଉଲ ତାଙ୍କର ଅସ୍ତ୍ରବାହକକୁ କହିଲେ, “ତୁମ୍ଭର ଖଣ୍ତା ବାହାର କରି ତୁମ୍ଭର ଖଣ୍ଡାରେ ମୋତେ ହତ୍ୟା କର। ତାହାହେଲେ ଅସୁନ୍ନତ ଲୋକମାନେ ଆସି ମୋତେ ଗାଳି ଦେବେ ନାହିଁ କିମ୍ବା ହତ୍ୟା କରି ପାରିବେ ନାହିଁ।” କିନ୍ତୁ ଶାଉଲଙ୍କର ଅସ୍ତ୍ରବାହକ ଦାସ ବହୁତ ଭୟଭୀତ ହୋଇଗଲା ଏବଂ ଶାଉଲଙ୍କୁ ହତ୍ୟା କରିବାକୁ ମନା କଲା। ତେଣୁ ଶାଉଲ ତାଙ୍କର ନିଜର ଖଣ୍ତା ବାହାର କଲେ ଓ ନିଜେ ନିଜକୁ ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, “ତୁମ୍ଭ ଖଡ୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ;” କେଜାଣି ଏହି ଅସୁନ୍ନତମାନେ ଆସି ମୋତେ ଭୁସି ପକାଇ କୌତୁକ କରିବେ। ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଶାଉଲ ଆପଣା ଅସ୍ତ୍ରବାହକକୁ କହିଲେ, ତୁମ୍ଭ ଖଡ୍ଗ ବାହାର କରି ତହିଁରେ ମୋତେ ଭୁସି ପକାଅ; କେଜାଣି ଏହି ଅସୁନ୍ନତମାନେ ଆସି ମୋତେ ଭୁସି ପକାଇ କୌତୁକ କରିବେ। ମାତ୍ର ତାଙ୍କର ଅସ୍ତ୍ରବାହକ ଅତିଶୟ ଭୀତ ହେବାରୁ ସମ୍ମତ ହେଲା ନାହିଁ। ଏହେତୁ ଶାଉଲ ଖଡ୍ଗ ନେଇ ଆପେ ତହିଁ ଉପରେ ପଡ଼ିଲେ।