1 Samuel 31:5 — Compare Translations
5 translations compared side by side
Odia - 1840
"ତେଣୁ ଶାଉଲଙ୍କର ଦାସ ଦେଖିଲା ଯେ ଶାଉଲ ମରିୟାଇଛନ୍ତି। ତେଣୁ ସେ ତା'ର ଖଣ୍ତା ବାହାର କରି ନିଜ ଖଣ୍ତା ରେ ଶାଉଲଙ୍କ ନିକଟରେ ମୃତକ୍ସ୍ଟ୍ଯବରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କ ଅସ୍ତ୍ରବାହକ ସେହିପରି ଆପଣା ଖଡ଼୍ଗ ଉପରେ ପଡ଼ି ତାଙ୍କ ସଙ୍ଗରେ ମଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଶାଉଲଙ୍କର ଦାସ ଦେଖିଲା ଯେ ଶାଉଲ ମରିଯାଇଛନ୍ତି। ତେଣୁ ସେ ତା’ର ଖଣ୍ତା ବାହାର କରି ନିଜ ଖଣ୍ଡାରେ ଶାଉଲଙ୍କ ନିକଟରେ ମୃତ୍ୟୁବରଣ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କ ଅସ୍ତ୍ରବାହକ ସେହିପରି ଆପଣା ଖଡ୍ଗ ଉପରେ ପଡ଼ି ତାଙ୍କ ସଙ୍ଗରେ ମଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଶାଉଲ ମରିଅଛନ୍ତି, ଏହା ଦେଖି ତାଙ୍କ ଅସ୍ତ୍ରବାହକ ସେହିପରି ଆପଣା ଖଡ୍ଗ ଉପରେ ପଡ଼ି ତାଙ୍କ ସଙ୍ଗରେ ମଲା।