1 Samuel 31:6 — Compare Translations
5 translations compared side by side
Odia - 1840
"ତେଣୁ ଶାଉଲ, ତାଙ୍କର ତିନି ପକ୍ସ୍ଟତ୍ର ଓ ତାଙ୍କର ଅସ୍ତ୍ରବାହକ ସମସ୍ତେ ସଦେିନ ଗୋଟିଏ ଜାଗା ରେ ଏକତ୍ରୀତ ଭାବରେ ମଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଶାଉଲ ଓ ତାଙ୍କର ତିନି ପୁତ୍ର ଓ ତାଙ୍କର ଅସ୍ତ୍ରବାହକ ଓ ତାଙ୍କର ନିଜ ଲୋକ ସମସ୍ତେ ସେହି ଦିନ ଏକ ସଙ୍ଗରେ ମଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଶାଉଲ, ତାଙ୍କର ତିନି ପୁତ୍ର ଓ ତାଙ୍କର ଅସ୍ତ୍ରବାହକ ସମସ୍ତେ ସେଦିନ ଗୋଟିଏ ଜାଗାରେ ଏକତ୍ରିତ ଭାବରେ ମଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଶାଉଲ ଓ ତାଙ୍କର ତିନି ପୁତ୍ର ଓ ତାଙ୍କର ଅସ୍ତ୍ରବାହକ ଓ ତାଙ୍କର ନିଜ ଲୋକ ସମସ୍ତେ ସେହି ଦିନ ଏକସଙ୍ଗରେ ମଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଶାଉଲ ଓ ତାଙ୍କର ତିନି ପୁତ୍ର ଓ ତାଙ୍କର ଅସ୍ତ୍ରବାହକ ଓ ତାଙ୍କର ନିଜ ଲୋକ ସମସ୍ତେ ସେହି ଦିନ ଏକ ସଙ୍ଗରେ ମଲେ।