1 Samuel 31:7 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲୀୟମାନେ ଯେଉଁମାନେ ୟିଷ୍ରୀଯଲେ ଉପତ୍ୟକାର ଅପରପାଶର୍‌ବ ରେ ଓ ୟର୍ଦ୍ଦନ ନଦୀର ଅପରପାଶର୍‌ବ ରେ ବାସ କରୁଥିଲେ। ସମାନେେ ଦେଖିଲେ, ଇଶ୍ରାୟେଲୀୟ ସୈନ୍ଯମାନେ ଦୌଡି ପଳାଉଛନ୍ତି। ଏବଂ ସମାନେେ ଦେଖିଲେ, ଶାଉଲ ଓ ତାଙ୍କର ପକ୍ସ୍ଟତ୍ରମାନେ ମରିଛନ୍ତି। ତେଣୁ ସମାନେେ ସମସ୍ତେ ସେ ସହର ପରିତ୍ଯାଗ କରି ଦୌଡି ପଳାଇଲେ। ତା'ପରେ ପଲେଷ୍ଟୀୟମାନେ ସହେି ସହରକକ୍ସ୍ଟ ଆସିଲେ, ଓ ସଠାେରେ ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଇସ୍ରାଏଲ ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିର ଅନ୍ୟପାର୍ଶ୍ଵସ୍ଥ ଓ ଯର୍ଦ୍ଦନ ସେପାରିସ୍ଥ ଇସ୍ରାଏଲ ଲୋକମାନେ ନଗର ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପଲେଷ୍ଟୀୟମାନେ ଶାଉଲଙ୍କ ମୃତ୍ୟୁରେ ଆନନ୍ଦ କଲେ ଇସ୍ରାଏଲୀୟମାନେ ଯେଉଁମାନେ ଯିଷ୍ରିୟେଲ ଉପତ୍ୟକାର ଅପରପାର୍ଶ୍ୱରେ ଓ ଯର୍ଦ୍ଦନ ନଦୀର ଅପରପାର୍ଶ୍ୱରେ ବାସ କରୁଥିଲେ। ସେମାନେ ଦେଖିଲେ, ଇସ୍ରାଏଲୀୟ ସୈନ୍ୟମାନେ ଦୌଡ଼ି ପଳାଉଛନ୍ତି। ଏବଂ ସେମାନେ ଦେଖିଲେ, ଶାଉଲ ଓ ତାଙ୍କର ପୁତ୍ରମାନେ ମରିଛନ୍ତି। ତେଣୁ ସେମାନେ ସମସ୍ତେ ସେ ସହର ପରିତ୍ୟାଗ କରି ଦୌଡ଼ି ପଳାଇଲେ। ତା’ପରେ ପଲେଷ୍ଟୀୟମାନେ ସେହି ସହରକୁ ଆସିଲେ, ଓ ସେଠାରେ ବାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ଇସ୍ରାଏଲ ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିର ଅନ୍ୟ ପାର୍ଶ୍ୱସ୍ଥ ଓ ଯର୍ଦ୍ଦନ ସେପାରିସ୍ଥ ଇସ୍ରାଏଲ ଲୋକମାନେ ନଗର ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ଇସ୍ରାଏଲ ଲୋକମାନେ ପଳାଇଲେ, ଆଉ ଶାଉଲ ଓ ତାଙ୍କର ପୁତ୍ରମାନେ ମଲେ, ଏହା ଦେଖି ତଳଭୂମିର ଅନ୍ୟ ପାର୍ଶ୍ୱସ୍ଥ ଓ ଯର୍ଦ୍ଦନ ସେପାରିସ୍ଥ ଇସ୍ରାଏଲ ଲୋକମାନେ ନଗର ପରିତ୍ୟାଗ କରି ପଳାଇଲେ; ତହୁଁ ପଲେଷ୍ଟୀୟମାନେ ଆସି ତହିଁ ମଧ୍ୟରେ ବାସ କଲେ।