1 Samuel 31:8 — Compare Translations
5 translations compared side by side
Odia - 1840
"ତା' ପରଦିନ, ପଲେଷ୍ଟୀୟମାନେ ମୃତ ଲୋକମାନଙ୍କ ପାଖ ରେ ରହିୟାଇଥିବା ପଦାର୍ଥଗକ୍ସ୍ଟଡିକ ଦବୋକକ୍ସ୍ଟ ଆସିଲେ। ସମାନେେ ଦେଖିବାକକ୍ସ୍ଟ ପାଇଲେ ଯେ ଗିଲବୋଯ ପର୍ବତ ଉପରେ ଶାଉଲ ଏବଂ ତା'ର ତିନିପକ୍ସ୍ଟତ୍ର ନିହତ ହାଇେ ପଡି ରହିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ପର ଦିବସ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ତିନି ପୁତ୍ରଙ୍କୁ ଗିଲବୋୟ ପର୍ବତରେ ପଡ଼ିଥିବାର ଦେଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ ପରଦିନ, ପଲେଷ୍ଟୀୟମାନେ ମୃତ ଲୋକମାନଙ୍କ ପାଖରେ ରହିଯାଇଥିବା ପଦାର୍ଥଗୁଡ଼ିକ ନେବାକୁ ଆସିଲେ। ସେମାନେ ଦେଖିବାକୁ ପାଇଲେ ଯେ ଗିଲ୍ବୋୟ ପର୍ବତ ଉପରେ ଶାଉଲ ଏବଂ ତା’ର ତିନି ପୁତ୍ର ନିହତ ହୋଇ ପଡ଼ି ରହିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପର ଦିବସ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ତିନି ପୁତ୍ରଙ୍କୁ ଗିଲ୍ବୋୟ ପର୍ବତରେ ପଡ଼ିଥିବାର ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପର ଦିବସ ପଲେଷ୍ଟୀୟମାନେ ହତ ଲୋକମାନଙ୍କ ସଜ୍ଜାଦି ଫିଟାଇ ନେବା ପାଇଁ ଆସନ୍ତେ, ସେମାନେ ଶାଉଲଙ୍କୁ ଓ ତାଙ୍କର ତିନି ପୁତ୍ରଙ୍କୁ ଗିଲ୍ବୋୟ ପର୍ବତରେ ପଡ଼ିଥିବାର ଦେଖିଲେ।