1 Samuel 31:9 — Compare Translations
5 translations compared side by side
Odia - 1840
"ପଲେଷ୍ଟୀୟମାନେ ଶାଉଲଙ୍କର ମସ୍ତକ କାଟି ତାଙ୍କର କବଚ ଇତ୍ଯାଦିକକ୍ସ୍ଟ ନଇଗେଲେ। ପଲେଷ୍ଟୀୟମାନେ ନିଜ ନିଜର ଦବଗେଣ ଗୃହ ବା ମନ୍ଦିରକକ୍ସ୍ଟ ଓ ଲୋକମାନଙ୍କୁ ଦେଶର ଗ୍ଭରି ଆଡକକ୍ସ୍ଟ ଖବର ଦଇେ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ତାଙ୍କର ମସ୍ତକ ଛେଦନ କରି ତାଙ୍କର ସଜ୍ଜାଦି ଫିଟାଇ ନେଲେ, ଆଉ ଆପଣାମାନଙ୍କ ଦେବପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ଵାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପଲେଷ୍ଟୀୟମାନେ ଶାଉଲଙ୍କର ମସ୍ତକ କାଟି ତାଙ୍କର କବଚ ଇତ୍ୟାଦିକୁ ନେଇଗଲେ। ପଲେଷ୍ଟୀୟମାନେ ନିଜ ନିଜର ଦେବଗଣ ଗୃହ ବା ମନ୍ଦିରକୁ ଓ ଲୋକମାନଙ୍କୁ ଦେଶର ଗ୍ଭରି ଆଡ଼କୁ ଖବର ଦେଇ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ତାଙ୍କର ମସ୍ତକ ଛେଦନ କରି ତାଙ୍କର ସଜ୍ଜାଦି ଫିଟାଇ ନେଲେ, ଆଉ ଆପଣାମାନଙ୍କ ଦେବପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ବାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ତାଙ୍କର ମସ୍ତକ ଛେଦନ କରି ତାଙ୍କର ସଜ୍ଜାଦି ଫିଟାଇ ନେଲେ, ଆଉ ଆପଣାମାନଙ୍କ ଦେବପ୍ରତିମାଗଣର ଗୃହକୁ ଓ ଲୋକମାନଙ୍କ ନିକଟକୁ ସମ୍ବାଦ ଦେବା ପାଇଁ ପଲେଷ୍ଟୀୟମାନଙ୍କ ଦେଶର ଚାରିଆଡ଼େ ପଠାଇଲେ।