1 Samuel 4:1 — Compare Translations
5 translations compared side by side
Odia - 1840
"ଆଉ ଶାମକ୍ସ୍ଟଯଲରେ କଥା ସମସ୍ତ ଇଶ୍ରାୟେଲ ମଧିଅରେ ପ୍ରଚଳିତ ହେଲା। ଏଲି ବୃଦ୍ଧ ହେଲେ, ତାଙ୍କର ପକ୍ସ୍ଟତ୍ରମାନେ ପରମେଶ୍ବରଙ୍କ ବିରକ୍ସ୍ଟଦ୍ଧ ରେ କକ୍ସ୍ଟକାର୍ୟ୍ଯ କରି ଚାଲିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଶାମୁୟେଲଙ୍କ କଥା ସମସ୍ତ ଇସ୍ରାଏଲ ମଧ୍ୟରେ ପ୍ରଚଳିତ ହେଲା । ଅନନ୍ତର ଇସ୍ରାଏଲ ପଲେଷ୍ଟୀୟ- ମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଏବନ୍-ଏଜର ନିକଟରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନେ ଅଫେକରେ ଛାଉଣି ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଶାମୁୟେଲର କଥା ସମସ୍ତ ଇସ୍ରାଏଲ ମଧ୍ୟରେ ପ୍ରଚଳିତ ହେଲା। ଏଲି ବୃଦ୍ଧ ହେଲେ, ତାଙ୍କର ପୁତ୍ରମାନେ ପରମେଶ୍ୱରଙ୍କ ବିରୁଦ୍ଧରେ କୁକାର୍ଯ୍ୟ କରି ଗ୍ଭଲିଲେ। ପଲେଷ୍ଟୀୟମାନେ ଇସ୍ରାଏଲୀୟମାନଙ୍କୁ ପରାଜିତ କଲେ ଏହା ପରେ ଇସ୍ରାଏଲୀୟମାନେ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ। ସେମାନେ ଏବନ୍-ଏଜର ନିକଟରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନେ ଅଫ୍ରେକରେ ଛାଉଣି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଶାମୁୟେଲଙ୍କ କଥା ସମସ୍ତ ଇସ୍ରାଏଲ ମଧ୍ୟରେ ପ୍ରଚଳିତ ହେଲା। ଏଥିଉତ୍ତାରେ ଇସ୍ରାଏଲ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଏବନ୍-ଏଜର ନିକଟରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନେ ଅଫେକରେ ଛାଉଣି ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଶାମୁୟେଲଙ୍କ କଥା ସମସ୍ତ ଇସ୍ରାଏଲ ମଧ୍ୟରେ ପ୍ରଚଳିତ ହେଲା। ଏଥିଉତ୍ତାରେ ଇସ୍ରାଏଲ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଏବନ୍-ଏଜର ନିକଟରେ ଛାଉଣି ସ୍ଥାପନ କଲେ ଓ ପଲେଷ୍ଟୀୟମାନେ ଅଫେକରେ ଛାଉଣି ସ୍ଥାପନ କଲେ।